Posted inଖେଳ

ସ୍ବର୍ଣ୍ଣ ଜିତି ପାରନ୍ତି ଆଦିତି

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ଆଶା ଦେଇଛନ୍ତି ଗଲ୍ଫ ଖେଳାଳି ଆଦିତି ଅଶୋକ। ମହିଳା ବର୍ଗରେ ଆଦିତି ବ୍ୟକ୍ତିଗତ ଷ୍ଟ୍ରୋକ ପ୍ଲେର ତୃତୀୟ ରାଉଣ୍ଡରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏପରି ସ୍ଥିତିରେ ଆଦିତିଙ୍କ ପାଖରେ ସ୍ବର୍ଣ୍ଣ ଜିତିବାର ସୁଯୋଗ ରହିଛି। ୨୩ ବର୍ଷୀୟା ଆଦିତି ଚଳିତ ଅଲିମ୍ପିକ୍ସରେ ଜବରଦସ୍ତ ଖେଳ ପ୍ରଦର୍ଶନ କରୁଛନ୍ତି। ଶେଷ ଏବଂ ଚତୁର୍ଥ ରାଉଣ୍ଡ ଶନିବାର ଖେଳାଯିବ, କିନ୍ତୁ ପାଣିପାଗ ବିଭାଗ ଅନୁଯାୟୀ ଶନିବାର ଝଡତୋଫାନ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯଦି ଏହା ଘଟେ, କେବଳ ତୃତୀୟ ରାଉଣ୍ଡ ପର୍ଯ୍ୟନ୍ତ ସ୍କୋର ଗଣାଯିବ ଏବଂ ଆଦିତିଙ୍କ ପଦକ ନିଶ୍ଚିତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri