Posted inଖେଳ

ଟୋକିଓ ଅଲିମ୍ପିକ୍ସର ସପ୍ତମ ଦିନରେ ଚମକିଲା ଭାରତ: ପଦକ ଆଶା ବଢିଲା

ଟୋକିଓ,୨୯।୭: ଆଜି ଟୋକିଓ ଅଲିମ୍ପିକ୍ସର ସପ୍ତମ ଦିନ। ଗୁରୁବାର ସକାଳୁ ପିଭି ସିନ୍ଧୁ ଭାରତ ପାଇଁ ଏକ ବିଜୟରୁ ଆରମ୍ଭ କରିଥିଲେ। ବ୍ୟାଡମିଣ୍ଟନର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଶେଷ ୧୬ ମ୍ୟାଚରେ ସେ ଡେନମାର୍କର ମିଆଙ୍କୁ ପରାସ୍ତ କରି ଶେଷ ଆଠରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଭାରତୀୟ ପୁରୁଷ ହକି ଦଳ ଆର୍ଜେଣ୍ଟିନାକୁ ୩-୧ରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଏଥି ସହିତ ତୀରନ୍ଦାଜର ବ୍ୟକ୍ତିଗତ ଇଭେଣ୍ଟରେ ଅତନୁ ଦାସ ଶେଷ ୮ରେ ପହଞ୍ଚିଛନ୍ତି। ବକ୍ସିଂରେ ୯୧ କିଲୋଗ୍ରାମ ଇଭେଣ୍ଟରେ ସତୀଶ କୁମାର ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇ ପଦକ ଠାରୁ ଆଉ ମାତ୍ର ଗୋଟିଏ ପାଦ ଦୂରରେ ଅଛନ୍ତି। ଏହା ବ୍ୟତୀତ ଅନେକ ଭାରତୀୟ ଆଥଲେଟ ବିଭିନ୍ନ ଇଭେଣ୍ଟରେ ସେମାନଙ୍କ ପାରଦର୍ଶିତା ଦେଖାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri