Posted inଖେଳ

ଇତିହାସ ରଚିଲେ ଦୀପିକା କୁମାରୀ

କଲମ୍ବୋ,୩୦।୭: ଆଜି ଟୋକିଓ ଅଲିମ୍ପିକ୍ସର ଅଷ୍ଟମ ଦିନ। ଶୁକ୍ରବାର ସକାଳୁ ମହିଳା ସିଙ୍ଗଲ୍ସ ତୀରନ୍ଦାଜୀରେ ବିଶ୍ୱର ଏକ ନମ୍ବର ଖେଳାଳି ଦୀପିକା କୁମାରୀ ରୁଷର ପୂର୍ବତନ ବିଶ୍ୱ ଚାମ୍ପିଅନ କେସେନିଆ ପେରୋଭାଙ୍କୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପାଞ୍ଚ ସେଟ ପରେ ସ୍କୋର ୫-୫ରେ ବରାବର ହୋଇଥିଲା। ଚାପକୁ ଭଲ ଭାବରେ ମୁକାବିଲା କରି ଦୀପିକା ସୁଟ ଅଫରେ ମ୍ୟାଚ୍‌ ଜିତିଥିଲେ। ତୃତୀୟ ଥର ପାଇଁ ଅଲିମ୍ପିକ୍ସ ଖେଳୁଥିବା ଦୀପିକା ପ୍ରଥମ ଭାରତୀୟ ତୀରନ୍ଦାଜୀ ଭାବେ ଅଲିମ୍ପିକ ତୀରନ୍ଦାଜ ଇଭେଣ୍ଟରେ ଶେଷ ଆଠରେ ପହଞ୍ଚିଥିଲେ। ଏବେ ତାଙ୍କର ପରବର୍ତ୍ତୀ ମ୍ୟାଚ୍‌ ଆଜି ସକାଳ ୧୧.୩୦ରେ ଅନୁଷ୍ଠିତ ହେବ। ଏହା ବ୍ୟତୀତ ଭାରତୀୟ ତୀରନ୍ଦାଜ ଅଟାନୁ ଦାସ ମଧ୍ୟ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri