Posted inଖେଳ

ଲଗାତର ଦ୍ୱିତୀୟ ମ୍ୟାଚ୍‌ ଜିତିଲେ ସିନ୍ଧୁ: ପଦକ ଆଶା ବଢିଲା

ଟୋକିଓ,୨୮।୭: ଟୋକିଓ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ପିଭି ସିନ୍ଧୁ ତୃତୀୟ ରାଉଣ୍ଡରେ ପହଞ୍ଚିବା ପାଇଁ ହଂକଂର ଚିଆଙ୍ଗ ନାଗାନ ୟିଙ୍କୁ ୨-୦ରେ ପରାସ୍ତ କରି ଲଗାତର ଦ୍ୱିତୀୟ ବିଜୟ ହାସଲ କରିଥିଲେ। ବ୍ୟାଡମିଣ୍ଟନ ଇଭେଣ୍ଟରେ ପଦକ ଜିତିବାର ଭାରତର ଆଶା ଅକ୍ଷୁର୍ଣ୍ଣ ରହିଛି। ସିନ୍ଧୁ ଡେନମାର୍କର ୱାଲର୍‌ଡ ନମ୍ବର ୧୨ ମିୟା ବ୍ଲିଫେଲ୍ଟଙ୍କୁ ପ୍ରି-କ୍ୱାର୍ଟରରେ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri