Posted inଖେଳ

ଟୋକିଓ ପାରାଲିମ୍ପିକ୍ସରେ ଭାରତର ଐତିହାସିକ ପ୍ରଦର୍ଶନ: ୫ ସ୍ବର୍ଣ୍ଣ ସହ ମୋଟ ୧୯ ପଦକ

ଟୋକିଓ,୫।୯:ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି। ପାରାଲିମ୍ପିକ୍ସ ଇତିହାସରେ ଚଳିତବର୍ଷ ଭାରତୀୟ ଖେଳାଳିମାନେ ଜବରଦସ୍ତ ପ୍ରଦର୍ଶନ କରି ୫ ସ୍ବର୍ଣ୍ଣ, ୮ ରୌପ୍ୟ ଏବଂ ୬ ବ୍ରୋଞ୍ଚ ପଦକ ସହ ମୋଟ ୧୯ଟି ପଦକ ଜିତି ୨୪ତମ ସ୍ଥାନରେ ରହିଛି। ଏହି ସମୟରେ ଭାରତୀୟ ଖେଳାଳିମାନେ ଆଥଲେଟିକ୍ସରେ ସର୍ବାଧିକ ୮ଟି, ଶୁଟିଂରେ ୫, ବ୍ୟାଡମିଣ୍ଟନରେ ୪, ଟେବୁଲ ଟେନିସ ଏବଂ ତୀରନ୍ଦାଜୀରେ ୧-୧ ପଦକ ଜିତିଛନ୍ତି। ପାରାଲ୍‌ମ୍ପିକ୍ସ ଇତିହାସରେ ଭାରତୀୟ ଖେଳାଳିମାନେ ଏଭଳି ଖେଳ ପ୍ରଦର୍ଶନ କରିଛନ୍ତି। ଏହାପୂର୍ବରୁ ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନ ୨୦୧୬ ରିଓ ଅଲିମ୍ପିକ୍ସରେ କରିଥିଲା। ସେହି ଅଲିମ୍ପିକ୍ସରେ ୨ଟି ସ୍ବର୍ଣ୍ଣ ସହ ଭାରତ ୪ଟି ପଦକ ଜିତିଥିଲା।
ସୂଚନାଯୋଗ୍ୟ, ୧୯୬୯ରେ ପାରାଲିମ୍ପିକ୍ସର ଆରମ୍ଭ ହୋଇଥିଲା। କିନ୍ତୁ ଭାରତ ୧୯୬୮ରେ ତେଲ ଅଭିଭ ପାରାଲିମ୍ପିକ୍ସରେ ପ୍ରଥମଥର ଭାଗ ନେଇଥିଲା। ୧୯୮୪ ପରଠାରୁ ଭାରତ ଲଗାତର ପାରାଲିମ୍ପିକସରେ ଭାଗ ନେଇଆସୁଛି। ଭାରତ ଟୋକିଓ ୨୦୨୦ ପୂର୍ବରୁ ୧୧ ଅଲିମ୍ପିକ୍ସରେ ଭାଗ ନେଇଛି। ଏଥିରେ ୪ ସ୍ବର୍ଣ୍ଣ ସମେତ ମୋଟ ୧୨ଟି ପଦକ ଜିତିଛି। ଏବେ ଟୋକିଓରେ ୧୯ ପଦକକୁ ମିଶାଇ ଭାରତ ପାରାଲିମ୍ପିକ୍ସରେ ମେଟ ୩୧ ପଦକ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri