Posted inଖେଳ

ଟୋକିଓରେ ପୁଣି ଉଡିଲା ତ୍ରିରଙ୍ଗା: ବିଶ୍ୱରେକର୍ଡ ସହ ସୁମିତ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୩୦।୮: ଟୋକିଓ ପାରାଲିମ୍ପିକ୍ସ ୨୦୨୦ରେ ସୋମବାର ଭାରତୀୟ ଖେଳାଳିମାନେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛନ୍ତି। ଅବନୀଙ୍କ ପରେ ଆଜି ସୁମିତ ଅନ୍ତିଲ ଭାରତ ପାଇଁ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଜାଭେଲିନ୍‌ ଥ୍ରୋର ପୁରୁଷ ଏଫ୍୬୪ କିଗ୍ରା ବର୍ଗରେ ସେ ସ୍ବର୍ଣ୍ଣ ଜିତିଛନ୍ତି। ସବୁଠୁ ରୋଚକ କଥା ହେଉଛି ସେ ଆଜି ୩ ଥର ବିଶ୍ୱ ରେକର୍ଡ କରିଛନ୍ତି। ସୋମବାର ସକାଳୁ ଅବନୀ ଶୁଟିଂରେ ସ୍ବର୍ଣ୍ଣ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୀତ ଗାଇ ଗାଇ ଜବରଦସ୍ତ ଛକା ମାରୁଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୦।୧୦: ଟିମ୍‌ ଇଣ୍ଡିଆର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ଆଜି ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ...

ଦଳକୁ ଫେରିଲେ ୪୧ ବର୍ଷୀୟ ଖେଳାଳି

ଆମଷ୍ଟରଡାମ,୧୨।୯: ୪୧ ବର୍ଷ ବୟସରେ ନେଦରଲାଣ୍ଡ୍ସର ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ରିଆନ ଟେନ ଡୋଚେଟ୍‌। ଏହି ଅଭିଜ୍ଞ ଅଲରାଉଣ୍ଡରଙ୍କୁ ଆଗାମୀ ଟି୨୦ ବିଶ୍ୱକପ୍‌ ଲାଗି...

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ...

ଭାରତ ଆଗରେ ୧୫୩ ରନ୍‌ର ଟାର୍ଗେଟ୍‌

ଦୁବାଇ,୨୦।୧୦: ସ୍ଥାନୀୟ ଆଇସିସି ଏକାଡେମୀରେ ବୁଧବାର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ୨୦...

ବାର୍ବରା ଷ୍ଟ୍ରାଇକୋଭାଙ୍କ ଅବସର

ପ୍ରାଗ,୬।୫(ପି.ଟି.): ପୂର୍ବତନ ତାରକା ଡବଲ୍ସ ଖେଳାଳି ତଥା ଓ୍ବିମ୍ବେଲଡନ ସିଙ୍ଗଲ୍ସ ସେମିଫାଇନାଲିଷ୍ଟ ଚେକ ଗଣରାଜ୍ୟର ବାର୍ବରା ଷ୍ଟ୍ରାଇକୋଭା ବୁଧବାର ଟେନିସରୁ ଅବସର ଘୋଷଣା କରିଛନ୍ତି। ୩୫...

ଜାମସେଦପୁରର ପ୍ରଥମ ବିଜୟ

ଭାସ୍କୋ, ୭।୧୨- ନେରିଜୁସ୍‌ ଭାଲ୍ସକିସଙ୍କ ଡବଲ ଗୋଲ ବଳରେ ଜାମସେଦପୁର ଏଫସି ଚଳିତ ଆଇଏସ୍‌ଏଲ (ଇଣ୍ଡିଆନ ସୁପର ଲିଗ୍‌)ରେ ସୋମବାର ପ୍ରଥମ ବିଜୟ ହାସଲ କରିଛି।...

କୁମିନ୍ସ ଛଡ଼ାଇ ନେଲେ ମ୍ୟାଚ୍‌

ପୁଣେ,୬।୪: ପାଟ କୁମିନ୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ରନ୍‌ର ପାଳି ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ୫ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଦେଇଛି। ୧୬୨...

ବିବାହ ପରେ ତୁମେ କ’ଣ କାମ କରିବ ବୋଲି ଏହି କ୍ରିକେଟରଙ୍କୁ ପ୍ରଶ୍ନ କରିଥିଲେ ଭାବି ସ୍ତ୍ରୀ

ଭାରତୀୟ ଦଳର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଫେବୃୟାରୀ ୫ରେ ନିଜର ୩୧ତମ ଜନ୍ମଦିନ ପାଳନ କରୁଛନ୍ତି। ଗୋଟିଏ ପଟେ ଭାରତୀୟ ଦଳ ଶୁକ୍ରବାରଠାରୁ ଇଂଲଣ୍ଡ...

Advertisement
Archives

Model This Week