Posted inଖେଳ

ପାରାଲିମ୍ପିକ୍ସରେ ପ୍ରଥମ ପଦକ ନିଶ୍ଚିତ କଲା ଭାରତ

ଟୋକିଓ,୨୭।୮: ଭାଭିନାବେନ ପଟେଲ ଶୁକ୍ରବାର ଇତିହାସ ରଚିଛିନ୍ତି। ପାରାଲିମ୍ପିକ୍ସର ମହିଳା ଟେବୁଲ ଟେନିସ ଇଭେଣ୍ଟରେ ପଦକ ନିଶ୍ଚିତ କରିବାରେ ଭାବିନା ପ୍ରଥମ ଭାରତୀୟ ଖେଳାଳି। ୨୦୧୬ ରିଓ ପାରାଲିମ୍ପିକ୍ସ ଚାମ୍ପିୟନ ବୋରିସ୍ଲାଭା ପେରିସ-ରାଙ୍କୋଭିକ୍‌ଙ୍କୁ ସିଧାସଳଖ ଗେମ୍‌ରେ ହରାଇ ଭାଭିନା ସେମିଫାଇନାଲରେ ସ୍ଥାନ ପକ୍କା କରିଛନ୍ତି।

କ୍ୱାର୍ଟର ଫାଇନାଲରେ ୩୪ ବର୍ଷୀୟା ଭାରତୀୟ ୧୧-୫, ୧୧-୬, ୧୧-୭ ଗେମ୍‌ରେ ପ୍ରତିପକ୍ଷ ସର୍ବିଆ ଖେଳାଳିଙ୍କୁ ହରାଇ ଦେଇଛନ୍ତି। ମ୍ୟାଚ୍‌ ଜିତିବା ଲାଗି ତାଙ୍କୁ ମାତ୍ର ୧୮ ମିନିଟ୍‌ ଲାଗିଥିଲା। ଶନିବାର ଖେଳାଯିବାକୁ ଥିବା ସେମିଫାଇନାଲରେ ଭାଭିନା ଚାଇନାର ଝାଙ୍ଗ ମିଆଓଙ୍କୁ ଭେଟିବେ।

ସେମିଫାଇନାଲରେ ପ୍ରବେଶ କରିବା ସହ ଭାଭିନା ଅତିକମ୍‌ରେ ବ୍ରୋଞ୍ଜ ପଦକ ନିଶ୍ଚିତ କରିଛନ୍ତି। ଟୋକିଓ ପାରାଲିମ୍ପିକ୍ସର ଟେବୁଲ ଟେନିସ ଇଭେଣ୍ଟରେ ବ୍ରୋଞ୍ଜ ପଦକ ପ୍ଲେ-ଅଫ୍‌ ମ୍ୟାଚ୍‌ ନାହିଁ। ଏଣୁ ଉଭୟ ସେମିଫାଇନାଲରେ ପରାସ୍ତ ହୋଇଥିବା ଆଥ୍‌ଲେଟ ବ୍ରୋଞ୍ଜ ପଦକ ଜିତିବା ନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri