ଟୋଲ୍‌ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪

ପିପିଲି,୧୯ା୧୦(ଦୁର୍ଗାମାଧବ ମିଶ୍ର): ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍‌ ପ୍ଲାଜାରେ ଆଜି ଗୁରୁବାର ଭୋର୍‌ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍‌ରେ ଡ୍ରାଇଭର ସମେତ ୭ ଜଣ ଯୁବକ ଭୁବନେଶ୍ବରରୁ ପୁରୀ ଯାଉଥିଲେ। ଟୋଲ୍‌ପ୍ଲାଜାରେ ଟଙ୍କାକୁ ନେଇ କର୍ମଚାରୀ ଏବଂ ଉକ୍ତ ଯୁବକଙ୍କ ବଚସା ହୋଇଥିଲା। ପରେ ସେମାନେ କାର୍‌ରୁ ଓହ୍ଲେଇ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଥିଲେ। ପରେ ପିପିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ୍‌କୁ ଆଧାର କରି ପୁରୀ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗୋପ, ପିପିଲି, ବଳଙ୍ଗା, ଏବଂ ସମସ୍ତ ଅଞ୍ଚଳରେ ପିସିଆର ଘେରାବନ୍ଦୀ କରିଛି। ପରେ ନିମାପଡ଼ା ପୋଲିସ ୪ ଜଣଙ୍କୁ ଧରିବାରେ ସକ୍ଷମ ହୋଇଛି। ବ୍ୟବହୃତ କାର୍‌,ଖୋକା,ଜବତ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?