Posted inଜାତୀୟ

ଟମାଟୋ ଫ୍ଲୁ ନାମକରଣ ଭୁଲ, ଭାରତରେ ନୂଆ ନୁହେଁ ସଂକ୍ରମଣ: ବିଶେଷଜ୍ଞ

ନୂଆଦିଲ୍ଲୀ,୨୩ ।୮: ଟମାଟୋ ଫ୍ଲୁକୁ ନେଇ ଭାରତୀୟ ବୈଜ୍ଞାନିକମାନେ ନିକଟରେ ସାମ୍ନାକୁ ଆସିଥିବା ଅଧ୍ୟୟନକୁ ତଥ୍ୟ ହିନ ବୋଲି କହିଛନ୍ତି । ଏହା ବାସ୍ତବିକତାଠାରୁ ସମ୍ପୂର୍ଣ୍ଣ ଅଲଗା ବୋଲି କୁହାଯିବା ସହ ଏହାକୁ ନେଇ ଲୋକେ ଚିନ୍ତିତ ହେବା ଆଦୌ ଉଚିତ ନୁହେଁ ବୋଲି କୁହାଯାଇଛି । ନୂଆଦିଲ୍ଲୀ ସ୍ଥିତ ଆଇଜିଆଇବିର ବରିଷ୍ଠ ବୈଜ୍ଞାନିକ ଡା. ବିନୋଦ ସ୍କାରିୟା କହିଛନ୍ତି, ଅଧ୍ୟୟନରେ ଏହି ରୋଗର ନାମ ଟମାଟୋ ଫ୍ଲୁ ଦିଆଯାଇଛି ଯାହା ଏକଦମ ଭୁଲ ।
ଏହି ରୋଗ ହାତ, ଗୋଡ ଓ ମୁହଁର ସଂକ୍ରମଣ(ଏଚଏଫଏମଡି) ନାମରେ ପରିଚିତ । ଭାରତରେ ଏହି ସଂକ୍ରମଣ କିଛି ନୂଆ ନୁହେଁ । ୧୦ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ନିକଟରେ ପ୍ରାୟତଃ ଏହା ଦେଖାଯାଇଥାଏ । ଏହା ଶିଶୁମାନଙ୍କ ପାଖରେ ସାମାନ୍ୟ ଓ ହାଲୁକା ପ୍ରଭାବ ପକାଇଥାଏ । ପ୍ରାୟ ଗୋଟିଏ ସପ୍ତାହ ମଧ୍ୟରେ ଶିଶୁ ରୋଗମୁକ୍ତ ହୋଇଯାଇଥାଏ । ଏହା ଜନସ୍ୱାସ୍ଥ୍ରକୁ ନେଇ ଗମ୍ଭିର ସମସ୍ୟା ନୁହେଁ । ଅଧ୍ୟୟନରେ ଯାହାବି କୁହାଯାଇଛି ତା’ଉପରେ ପୁଣିଥରେ ବିଚାର କରିବା ଜରୁରୀ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri