ଟମାଟୋ ମ୍ୟାଗି ସୁପ୍‌

ଆବଶ୍ୟକ ସାମଗ୍ରୀ: ୬ଟି ମଧ୍ୟମ ଆକାରର ଟମାଟୋ, ୪ଟି ପାଳଙ୍ଗ ଶାଗ, ୧ଟି ମ୍ୟାଗି ସ୍ଲାଇସ୍‌, ୧ଟି ମଧ୍ୟମ ଆକାରର ଗାଜର, ୬ କପ୍‌ ପାଣି, ୧/୪ ଟିସ୍ପୁନ୍‌ ଗୋଲମରିଚ ଗୁଣ୍ଡ, କଳା ଲୁଣ ଅଧା ଟିସ୍ପୁନ୍‌, ମ୍ୟାଗି ମସଲା ୧ ଟିସ୍ପୁନ୍‌।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ମ୍ୟାଗିକୁ ସିଝାଇ ଏକ ଛଣାରେ କାଢି ରଖନ୍ତୁ। ଗାଜର, ପାଳଙ୍ଗ ଏବଂ ଟମାଟୋକୁ ୨ କପ୍‌ ପାଣି ଦେଇ ପ୍ରେସର କୁକରରେ ସିଝାଇ ଦିଅନ୍ତୁ। ଦୁଇଟି ହ୍ବିସିଲ୍‌ ପରେ ଏହାକୁ କାଢି ଥଣ୍ଡା କରି ଗ୍ରାଇଣ୍ଡ କରିଦିଅନ୍ତୁ। ଏହାକୁ ଏକ ଛଣାରେ ଛାଣି ଖଦଡ଼ା ଅଂଶ କାଢି ଦିଅନ୍ତୁ। ବର୍ତ୍ତମାନ ଚୁଲାରେ ଏକ ପ୍ୟାନ୍‌ ବସାଇ ଉକ୍ତ ବଟା ମିଶ୍ରଣକୁ ପକାନ୍ତୁ। ସେଥିରେ ଛଣା ହୋଇଥିବା ମ୍ୟାଗି, କଳା ଲୁଣ, ମ୍ୟାଗି ମସଲା ଏବଂ ଗୋଲମରିଚ ଗୁଣ୍ଡ ପକାଇ ଭଲ ଭାବେ ଫୁଟେଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ୬ ଜଣଙ୍କ ଲାଗି ଟମାଟୋ ମ୍ୟାଗି ସୁପ୍‌। ଶୀତ ଦିନେ ଏହାକୁ ପିଇବା ସହ ଅନ୍ୟମାନଙ୍କୁ ବି ପିଆଇବାର ମଜା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏମାନଙ୍କୁ ହୃଦ୍‌ଘାତ ଆଶଙ୍କା ଅଧିକ

ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଭିଟାମିନ ‘ଡି’ ହାର୍ଟ ପାଇଁ ଖୁବ୍‌ ଜରୁରୀ। ଏହା ହାଡ଼କୁ ମଜଭୂତ କରିବା ସହ ହାର୍ଟକୁ ମଧ୍ୟ...

ମେରୁଦଣ୍ଡ ଯନ୍ତ୍ରଣା ଦୂର କରେ ଏହି ଶାଗ

ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ...

କଟକଣାରେ ୱେଡ୍‌ଲକ୍‌

ବାହାଘର। ସମସ୍ତଙ୍କ ବ୍ୟକ୍ତିଗତ ଜୀବନର ସବୁଠୁ ବଡ଼ ଉତ୍ସବ। ଏକଥା ଉଠିବା ମାତ୍ରେ ମନକୁ ଚାଲିଆସେ ଏକ ସୁନ୍ଦର ଭବ୍ୟ ଆୟୋଜନଭରା ବିଶାଳ ସେଲିବ୍ରେଶନ୍‌। ଖାସ୍‌...

ଏସିଡିଟି ପାଇଁ ଯୋଗ

ଦୈନନ୍ଦିନ ଜୀବନରେ ଖାଇବା ପିଇବା ସମୟରେ ପରିବର୍ତ୍ତନ ଯୋଗୁଁ ଏସିଡିଟି ବା ଗ୍ୟାସ୍‌ଷ୍ଟ୍ରିକ ସମସ୍ୟା ଦେଖାଯାଏ। ଅତ୍ୟଧିକ ତେଲ ଏବଂ ମସଲାଜାତୀୟ ଖାଦ୍ୟ ଖାଇବା ଦ୍ୱାରା...

ଗର୍ଭବତୀ ନାରୀର ଯତ୍ନ

କିଛିଦିନ ହେବ କେବେ ଅଧିକ ଖରା ତ କେବେ ଦିନ ଦିନ ଲାଗି ରହୁଛି ପ୍ରବଳ ବର୍ଷା। ତେବେ ପାଣିପାଗରେ ଅସ୍ବାଭାବିକ ପରିବର୍ତ୍ତନ ସ୍ବାସ୍ଥ୍ୟ ଉପରେ...

ରାମଦେବଙ୍କ ପରାମର୍ଶ: କରୋନା ଭାଇରସ୍‌ରୁ ଦୂରେଇ ରହିବାକୁ କରନ୍ତୁ ଏହି ପ୍ରାଣାୟାମ

ବର୍ତ୍ତମାନ ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଛି। ଭାରତରେ ଏହି ରୋଗରେ ୨୮ ଜଣ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ସୂଚନା...

ବୁଦ୍ଧିମତ୍ତା ବିକାଶ ଅନ୍ତରାଳେ..

ଜଣେ ବ୍ୟକ୍ତିର ବୁଦ୍ଧିମତ୍ତା ତାଙ୍କର ବ୍ୟବହାର ଉପରେ ନିର୍ଭର କରେ। ନିଜର ବ୍ୟକ୍ତିତ୍ୱକୁ ଆହୁରି ପରିପ୍ରକାଶ କରିବା ପାଇଁ ଉତ୍ତମ ବ୍ୟବହାରର ଆବଶ୍ୟକତା ରହିଛି। ତେବେ...

ଥରେ ନୁହେଁ ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ; ରୋମାଣ୍ଟିକ୍‌ ସତ୍ତ୍ୱେ ହୃଦୟ ଭାଙ୍ଗେ

ପ୍ରତ୍ୟେକ ରାଶିର ବ୍ୟକ୍ତିବିଶେଷଙ୍କ ବ୍ୟବହାର ଏବଂ ପସନ୍ଦ-ନାପସନ୍ଦ ଭିନ୍ନ ଭିନ୍ନ। କିଛି ଶାନ୍ତ ସ୍ବଭାବର ହୋଇଥିବା ବେଳେ କିଛି ବହୁତ ରାଗି। ପ୍ରେମକୁ ନେଇ ମଧ୍ୟ...

Advertisement
Archives

Model This Week