ଟମାଟୋ ପୁଦିନା ଚଟଣି

ଆବଶ୍ୟକ ସାମଗ୍ରୀ: ପିଆଜ- ୧ଟି (କଟା), ହେଙ୍ଗୁ- ଅଳ୍ପ, ଭୁର୍ସୁଙ୍ଗପତ୍ର- ଅଳ୍ପ, ଶୁଖିଲା ଲଙ୍କା- ୪ଟି, ରସୁଣ- ୬ ପାଖୁଡ଼ା, ଛୋଟ ଛୋଟ କଟା ଅଦା- ୧ ଚାମଚ, ଜିରା- ୧ ଚାମଚ, ପୁଦିନାପତ୍ର- ୧ କପ୍‌ (କଟା), ଧନିଆପତ୍ର- ଅଧା କପ୍‌ (କଟା), ମେଥି- ଅଳ୍ପ, ତେନ୍ତୁଳି ରସ- ୧ ଚାମଚ, ସୋରିଷ- ଅଧା ଚାମଚ, ବୁଟ ଡାଲି- ୨ ଚାମଚ, ବିରିଡାଲି- ୧ ଚାମଚ, ସ୍ବାଦ ଅନୁସାରେ ଲୁଣ ଓ ତେଲ।
ପ୍ରଣାଳୀ: ପ୍ରଥମେ ଗ୍ୟାସରେ କଡେଇ ଗରମ କରି ସେଥିରେ ତେଲ ପକାନ୍ତୁ। ତେଲ ଗରମ ହେବା ପରେ ସେଥିରେ ବୁଟ ଡାଲି, ବିରି ଡାଲି, ମେଥି, ଜିରା ଓ ଲଙ୍କା ପକାଇ ଅଳ୍ପ ଭାଜି ଦିଅନ୍ତୁ। ଏହାପରେ ସେଥିରେ ପିଆଜ ଓ ରସୁଣ ପକାଇ ହାଲକା ଭାଜନ୍ତୁ। ଏଥିରେ ଟମାଟୋ, ତେନ୍ତୁଳି ଓ ଲୁଣ ପକାଇ ଭାଜନ୍ତୁ। ଟମାଟୋ ନରମ ହୋଇଗଲେ ସେଥିରେ ପୁଦିଆ ଓ ଧନିଆପତ୍ର ପକାଇ ଓହ୍ଳାଇ ଦିଅନ୍ତୁ। ମିଶ୍ରଣ ଥଣ୍ଡା ହୋଇଯିବା ପରେ ତାହାକୁ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ଏହାପରେ ମଧ୍ୟମ ଆଞ୍ଚରେ ପୁଣି ଥରେ ତେଲ ଗରମ କରି ସେଥିରେ ସୋରିଷ, ହେଙ୍ଗୁ ଓ ମେଥି ଫୁଟାଇ ବଟା ହୋଇଥିବା ପେଷ୍ଟ ଉପରେ ପକାଇ ମିଶାଇ ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଟମାଟୋ ପୁଦିନା ଚଟଣି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri