ରାଜଧାନୀରେ ଟମାଟୋ ଦର ଆକାଶଛୁଆଁ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ ହୋଇଛି। ସାଧାରଣ ଲୋକଙ୍କ ପାଇଁ ଏହା କଷ୍ଟକର ହୋଇ ପଡ଼ିଛି। ଏପଟେ ଟମାଟୋ ମୂଲ୍ୟ କିଲୋ ପିଛା ୮୦ ଟଙ୍କା ଛୁଇଁଛି। ରାଜଧାନୀର ଖୁଚୁରା ବଜାରରେ ଟମାଟୋ କିଲୋଗ୍ରାମ ପିଛା ୮୦ ଟଙ୍କାରେ ବିକ୍ରି ହେଉଛି।
ସୂଚନାନୁସାରେ, ଦେଶରେ ଦୀର୍ଘ ଦିନର ମୌସୁମୀ ବର୍ଷା ଯୋଗୁ ଟମାଟୋ ଫସଲ ନଷ୍ଟ ହୋଇଯାଇଥିଲା। ଯାହା ଫଳରେ ସ୍ଥାନୀୟ ବଜାରକୁ ସ୍ବଳ୍ପ ଯୋଗାଣ ହୋଇଥିଲା। ସ୍ବଳ୍ପ ଯୋଗାଣ ଯୋଗୁ ଏହାର ମୂଲ୍ୟରେ ବୃଦ୍ଧି ଘଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିରେ ମନୋଜ…

ମଣିଷ ଯଦି ପ୍ରକୃତିର ଆଭିମୁଖ୍ୟ କ’ଣ ତାହା ବୁଝିବା ଦିଗରେ ସାମାନ୍ୟ ପ୍ରୟାସ କରନ୍ତା, ତେବେ ବିଶ୍ୱ-ସମାଜର ଗତିଧାରା ବଦଳିଯାଆନ୍ତା। ଅସଂଖ୍ୟ ପଥରେ ପ୍ରକୃତି ନିରନ୍ତର...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

‘ଭୟଭୀତ ନୁହେଁ ସଚେତନ ହୁଅ’

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବଡ଼ ପଦକ୍ଷେପ ନେଉଛନ୍ତି। ପ୍ରାଥମିକ ସ୍ତରରେ ଗହଳି ସ୍ଥାନକୁ ବନ୍ଦ କରିବା ସହ...

ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ।...

ରାଜ୍ୟରେ ୭ ଅକ୍ସିଜେନ ପ୍ଲାଣ୍ଟ କରିବ ଡିଆର୍‌ଡିଓ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ଓଡ଼ିଶାରେ ୭ଟି ଅକ୍ସିଜେନ ପ୍ଲାଣ୍ଟ ହେବ। ଏସବୁ ପ୍ଲାଣ୍ଟ ପ୍ରତିରକ୍ଷା ଗବେଷଣା ବିକାଶ ପ୍ରତିଷ୍ଠାନ(ଡିଆର୍‌ଡିଓ) କରିବ। ବୌଦ୍ଧ, କଟକ, ଭଦ୍ରକ, ଗଜପତି, ଝାରସୁଗୁଡ଼ା, ନୟାଗଡ଼...

ଗର୍ଭବତୀଙ୍କୁ ରେଫର ମନା

ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ...

ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯:  ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ...

Advertisement
Archives

Model This Week