ରାଜଧାନୀରେ ଟମାଟୋ ଦର ଆକାଶଛୁଆଁ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ ହୋଇଛି। ସାଧାରଣ ଲୋକଙ୍କ ପାଇଁ ଏହା କଷ୍ଟକର ହୋଇ ପଡ଼ିଛି। ଏପଟେ ଟମାଟୋ ମୂଲ୍ୟ କିଲୋ ପିଛା ୮୦ ଟଙ୍କା ଛୁଇଁଛି। ରାଜଧାନୀର ଖୁଚୁରା ବଜାରରେ ଟମାଟୋ କିଲୋଗ୍ରାମ ପିଛା ୮୦ ଟଙ୍କାରେ ବିକ୍ରି ହେଉଛି।
ସୂଚନାନୁସାରେ, ଦେଶରେ ଦୀର୍ଘ ଦିନର ମୌସୁମୀ ବର୍ଷା ଯୋଗୁ ଟମାଟୋ ଫସଲ ନଷ୍ଟ ହୋଇଯାଇଥିଲା। ଯାହା ଫଳରେ ସ୍ଥାନୀୟ ବଜାରକୁ ସ୍ବଳ୍ପ ଯୋଗାଣ ହୋଇଥିଲା। ସ୍ବଳ୍ପ ଯୋଗାଣ ଯୋଗୁ ଏହାର ମୂଲ୍ୟରେ ବୃଦ୍ଧି ଘଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ କୋଲ୍‌ ବ୍ଲକ ଅଞ୍ଚଳ ପାଇଁ ହେବ ବନ୍ୟଜନ୍ତୁ ପରିଚାଳନା ଯୋଜନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଖଣି ଖନନ ଯୋଗୁ ରାଜ୍ୟରେ ବନ୍ୟଜନ୍ତୁଙ୍କ ଜୀବନ ବିପନ୍ନ ହେଉଛି। ନୂତନ ଭାବେ ପ୍ରଦାନ କରାଯାଇଥିବା କୋଇଲା ଖଣି ଅଞ୍ଚଳରେ ହାତୀ ସମେତ ବନ୍ୟ ଜୀବଜନ୍ତୁମାନଙ୍କର...

ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାରେ ରହିବ ମେଘୁଆ ପାଗ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗୁଳିଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଏହାରି ଭିତରେ ଶୁକ୍ରବାର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାଗୁଡିକରେ ଆକାଶ...

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ଅବସରରେ ମଙ୍ଗଳବାର ସେ ସଂକ୍ରମଣ...

ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ

ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ...

ଯାଞ୍ଚ ହେବ କୋଭିଡ୍‌ ହସ୍ପିଟାଲ ସ୍ଥିତି

ଭୁବନେଶ୍ୱର, ୪।୧୦(ବ୍ୟୁରୋ):  ରାଜ୍ୟରେ କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥା ପ୍ରସଙ୍ଗ...

ଆଜିଠୁ ଓଜେଇଇ ଆବେଦନ

ଭୁବନେଶ୍ୱର, ୬ା୨(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୦ ପାଇଁ ଗୁରୁବାରଠାରୁ ଅନ୍‌ଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ।...

ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୬୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୦୫ ଲୋକାଲ କେସ୍‌ ରହିଛି।...

୨ ବର୍ଷ ପରେ ଫେରିଲା ‘ପଥୋତ୍ସବ’

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ):ରାଜଧାନୀକୁ ଫେରିଲା ‘ରାହଗିରି’ ବା ‘ପଥୋତ୍ସବ’। କରୋନା କଟକଣା ହଟିବା ଯୋଗୁ ଦୀର୍ଘ ୨ବର୍ଷ ପରେ ରାଜଧାନୀରେ ପୁଣି ପଥୋତ୍ସବ ଆୟୋଜନ ହୋଇଥିବାରୁ ଲୋକେ...

Advertisement
Archives

Model This Week