ଆକାଶ ଛୁଆଁ ଟମାଟୋ ଦର

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଟମାଟୋ ଦର ଆକାଶ ଛୁଆଁ ହେବାରେ ଲାଗିଛି। ବର୍ତ୍ତମାନ ଟମାଟୋ କିଲୋ ୧୦୦ ଟଙ୍କା ଅତିକ୍ରମ କରିଛି । ବଜାରରେ ଏହା ୧୦୦ରୁ ୧୨୦ରେ ବିକ୍ରି ହେଉଛି। ଏ ନେଇ ଗ୍ରାହାକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଲେମ୍ବୁ ପରେ ଟମାଟୋ ଦର ବଢ଼ିବାରୁ ସାଧାରଣ ଲୋକ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ଶୁକ୍ରବାର ଭୁବନେଶ୍ୱର ୧ ନମ୍ବର ମାର୍କେଟ ଓ କଟକ ଛତ୍ରବଜାରରେ ଟମାଟୋ କେଜି ୧୦୦ରୁ ୧୧୦ ଟଙ୍କାରେ ବିକ୍ରି ହେଉଥିବାର ଦେଖିବାକୁ ମିଳିଛି । ଟମାଟୋ ସାଧାରଣତଃ ନାସିକ ଓ ରାୟପୁରରୁ ଆସିଥାଏ । ତେବେ ବାତ୍ୟା ଭୟରେ ଭୁବନେଶ୍ୱରକୁ ଯୋଗାଣ ବନ୍ଦ ହୋଇଥିବାରୁ ଦର ବଢିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ

ବାରଙ୍ଗ,୧୦ା୧୨(ଡି.ଏନ୍‌.ଏ.): ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ। ଏହାର ଉନ୍ନତୀକରଣ କରାଯିବ। ବସ୍‌ଷ୍ଟାଣ୍ଡରେ ରହିବ ମାର୍କେଟ କମ୍ପ୍ଲେକ୍ସ। ମାର୍କେଟ କମ୍ପ୍ଲେକ୍ସରେ ନନ୍ଦନକାନନ ବସ୍‌ଷ୍ଟାଣ୍ଡ ବଣିକ ସଂଘର...

ମୋବାଇଲ ଦିଅ, ଷ୍ଟ୍ରେଚର ନିଅ

କଟକ ଅଫିସ, ୨୨ା୪: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି...

ଦୁଇ ପଡ଼ୋଶୀ ମହିଳାଙ୍କ କଳି, ଜଣଙ୍କର ଜୀବନ ଗଲା

ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ...

‘ଇମୋଶନାଲ ଟଚ୍‌’ ବଜାୟ ରଖୁ

ରିୟଲ୍‌ ଇଷ୍ଟେଟ୍‌ ହେଉଛି ତାଙ୍କ ପାରିବାରିକ ବ୍ୟବସାୟ। ହେଲେ ଅଳଙ୍କାର କ୍ଷେତ୍ରରେ କିଛି ନୂଆ କରିବା ଲକ୍ଷ୍ୟ ରଖି ବଡ଼ଭାଇ ଓମ୍‌ପ୍ରକାଶ ମିଶ୍ରଙ୍କ ସହଯୋଗରେ ଆରମ୍ଭ...

ଝାରସୁଗୁଡ଼ା ଟିପିଏସ୍‌ଏଲ୍‌ କାରଖାନାରେ ବ୍ଲାଷ୍ଟିଂ

ଝାରସୁଗୁଡା ଅଫିସ,୨।୭- ଝାରସୁଗୁଡା ଲହଣ୍ଡାବୁଡ଼ସ୍ଥିତ ଟିପିଏସ୍‌ଏଲ୍‌ କାରଖାନାର ଏକ ମେଶିନ ଗୁରୁବାର ବ୍ଲାଷ୍ଟ ହୋଇଛି। ଫଳରେ ଏଠାରେ କାର୍ଯ୍ୟ କରୁଥିବା ୭ରୁ ଊର୍ଦ୍ଧ୍ୱ ଶ୍ରମିକ ଗୁରୁତର...

ଅର୍ଥ ବିଭାଗରେ ଅଦଳବଦଳ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍‌ ଏଣ୍ଡ ଆକାଉଣ୍ଟସ୍‌ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ...

ଆଜି ପବିତ୍ର ପଣା ସଂକ୍ରାନ୍ତି: ଓଡ଼ିଆ ନବବର୍ଷ ଆରମ୍ଭ

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ...

ନିର୍ବାଚନ ଫଳ ଦେଖିବା ପାଇଁ ଏଲ୍‌ଇଡି ସ୍କ୍ରିନ୍‌ ବ୍ୟବସ୍ଥା: ପ୍ରସାରଣରେ ବାଧା

ଭୁୁବନେଶ୍ୱର,୨୪।୫(ବ୍ୟୁରୋ)-ସାଧାରଣ ନିର୍ବାଚନ ଫଳାଫଳକୁ ଭୁବନେଶ୍ୱରବାସୀ ପାର୍କ ଏବଂ ଟ୍ରାଫିକ୍‌ରେ ଦେଖିବାକୁ ପାଇଛନ୍ତି। ବିଜୁ ପଟ୍ଟନାୟକ ପାର୍କ ସହ ହକି ବିଶ୍ୱକପ୍‌ ସମୟରେ ସହରର ବିଭିନ୍ନ ଟ୍ରାଫିକ୍‌ରେ...

Advertisement
Archives

Model This Week