ଦେହ ପାଇଁ ଉପକାରୀ ଟମାଟୋ

ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଏହାକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ…

-ଟମାଟୋରେ କ୍ୟାଲସିୟମ ଓ ଫସ୍‌ଫରସ ରହିଥାଏ। ଏହା ହାଡ଼କୁ ମଜଭୁତ କରିଥାଏ।

-ଟମାଟୋରେ ଭିଟାମିନ ଏ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଦୃଷ୍ଟିଶକ୍ତି ବଢ଼ାଇବାରେ ସାହାଯ୍ୟ କରିଥାଏ।

-ପାଚନତନ୍ତ୍ରକୁ ସକ୍ରିୟ ନ କରାଇଲେ ମଧ୍ୟ ଏହା ଗ୍ୟାସ ସମସ୍ୟା ଦୂର କରିବାରେ ସହାୟକ ହୋଇଥାଏ।

– ଏହା ଶ୍ୱାସନଳି ସଫା କରିବାରେ ସାହାଯ୍ୟ କରିବା ଯୋଗୁ ଶ୍ୱାସ ସମସ୍ୟା ସୃଷ୍ଟି ହୋଇ ନ ଥାଏ।

-ମଧୁମେହ ଓ ହୃଦ୍‌ରୋଗୀଙ୍କ ପାଇଁ ଏହା ବରଦାନ ସଦୃଶ । ଯଦି ଏହାକୁ ସେମାନେ ନିୟମିତ ଖାନ୍ତି ଲାଭବାନ ହେବେ।

-ଏଥିରେ ଭିଟାମିନ ପରିମାଣ ଅଧିକ ଥିବାରୁ ଏହାକୁ ଖାଇବା ଫଳରେ ଚର୍ମ କୁଞ୍ଚନ ଦେଖାଯାଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?