ଚର୍ବି ପରିମାଣ କମାଏ ଟମାଟୋ

ଟମାଟୋରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଆମ ଶରୀରରେ ଚର୍ବି ପରିମାଣକୁ କମାଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। ଟମାଟୋ ଖାଇବା ଦ୍ୱାରା ହାର୍ଟ ବେଶ୍‌ ସକ୍ରିୟ ଭାବରେ କାମ କରିଥାଏ ବୋଲି ଓ୍ବାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସଦ୍ୟତମ ଗବେଷଣାରୁ ଜାଣି ପାରିଛନ୍ତି। ଟମାଟୋରେ ଭିଟାମିନ୍‌ ‘କେ’ ଏବଂ କ୍ୟାଲସିୟମ ଭରିରହିଛି। ଏହା ଅସ୍ଥିକୁ ମଜଭୂତ ହେବାରେ ସାହାଯ୍ୟ କରେ। ଟମାଟୋରେ କ୍ରୋମିୟମ ନାମକ ଏକ ମିନେରାଲ ଅଛି, ଯାହା ରକ୍ତରେ ସୁଗାର ପରିମାଣକୁ ନିୟନ୍ତ୍ରିତ କରିଥାଏ। ପାଚନକ୍ରିୟାକୁ ମଧ୍ୟ ସକ୍ରିୟ କରାଇଥାଏ ଟମାଟେ


Enter your email to get our daily news in your inbox.

All Right Reserved By Dharitri.Com

ଟଏଲେଟ୍‌ ପାଇପ୍‌ ଯୋଗେ ଆସିପାରେ କରୋନା: ଜାଣନ୍ତୁ କେମିତି

କରୋନାର ଦ୍ୱିତୀୟ ଲହର ଦେଶରେ ଏକପ୍ରକାର ଆତଙ୍କ ସୃଷ୍ଟି କରିଛି। ଲୋକମାନେ ଏହାର ଶିକାର ହୋଇ ଜୀବନ ହାରୁଛନ୍ତି। ଏହାପରେ ତୃତୀୟ ଲହର ଆସିବାର ସମ୍ଭାବନା...

ରାତି ଅନିଦ୍ରା ବଢ଼ାଇଥାଏ ବିଷାଦ

ଦିନସାରା ମନ ଅଶାନ୍ତ ରହୁଛି କି? ସାମାନ୍ୟ କଥାରେ ରାଗି ଯାଉଛନ୍ତି କି? ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଏହା ଶୋଇବା ସମୟ ବ୍ୟତିକ୍ରମ ପାଇଁ...

କୋଲେଷ୍ଟ୍ରଲ ନିୟନ୍ତ୍ରଣ କରେ ଦହି

ଦହି ଶରୀର ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟ୍ରଲର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ଦ୍ବାରା ଶିରାପ୍ରଶିରାରେ ରକ୍ତପ୍ରବାହ...

ବର୍ଷା ଦିନେ ଘରେ ବନାନ୍ତୁ ଚଟ୍‌ପଟା ମକା ଚାଟ୍‌

ବର୍ଷା ଦିନ ଆସିଲାଣି, ଘରେ ଛୁଆ ହୁଅନ୍ତୁ କି ବୟସ୍କ ସମସ୍ତେ ଗରମ ଗରମ ଓ ଚଟପଟା ଜିନିଷ ଖାଇବାକୁ ପସନ୍ଦ କରନ୍ତି। ପକୋଡି ସବୁବେଳେ...

ଏହି ଉପାୟରେ ଦୂର କରନ୍ତୁ ବ୍ରଣ ସମସ୍ୟା

ଆଜିକାଲି ଯୁବପିଢ଼ିଙ୍କଠାରେ ବ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଯୁବକମାନଙ୍କଠାରୁ ଯୁବତୀଙ୍କ ଠାରେ ଏହି ସମସ୍ୟା ବେଶୀ ଦେଖା ଦେଉଛି। ଫଳରେ ସେମାନେ ଚିନ୍ତିତ ହୋଇପଡୁଛନ୍ତି।...

ଦାନ୍ତ କରିଥାଏ ଭବିଷ୍ୟବାଣୀ

ସାଧାରଣତଃ ଦାନ୍ତ ଖାଦ୍ୟ ଚୋବାଇବା ପାଇଁ ବ୍ୟବହୃତ ହୋଇଥାଏ। ଏହାର ଉପଯୋଗୀତା କେବଳ ଏତିକି ବୋଲି ଆମେ ଜାଣିଛୁ। କିନ୍ତୁ ଭାରତୀୟ ସମୁଦ୍ର ଶାସ୍ତ୍ର ଅନୁଯାୟୀ,...

କେଶରୁ ଜାଣିହେବ ସ୍କିଜୋଫ୍ରେନିଆ ଲକ୍ଷଣ

ସ୍କିଜୋଫ୍ରେନିଆ ହେଉଛି ଏକ ମସ୍ତିଷ୍କଜନିତ ରୋଗ। ଏପରି ରୋଗ ଦ୍ୱାରା ଆକ୍ରାନ୍ତ ହେଲେ ସ୍ମରଣଶକ୍ତି ପ୍ରଭାବିତ ହୋଇଥାଏ। ମସ୍ତିଷ୍କରୁ ହାଇଡ୍ରୋଜେନ ସଲ୍‌ଫାଇଡ୍‌ ଅଧିକ କ୍ଷରଣ ହେଲେ...

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ...

Advertisement


Archives

Model This Week