ମିଠା ଦୋକାନରେ ବିକ୍ରି ହେଉଛି ଟମାଟୋ, ଦାମ ରସଗୋଲା-ଲଡୁଠାରୁ ଅଧିକ…

କୋରବା,୫।୮ : ଦେଶରେ ଟମାଟୋ ଦାମ ଆକାଶ ଛୁଆଁ ହୋଇଛି। ପ୍ରତିଦିନ ଟମାଟୋ ନେଇ ରୋଚକ ଖବର ମିଳିବାରେ ଲାଗିଛି। ସମ୍ପ୍ରତି ଝାଡ଼ଖଣ୍ଡର କୋରବା ଅଞ୍ଚଳରେ ଏକ ମିଠା ଦୋକାନରେ ବିଭିନ୍ନ ମିଠା ସହିତ ଟମାଟୋ ମଧ୍ୟ ବିକ୍ରି ହେଉଛି। ଦୋକାନରେ ରସଗୋଲା ଏବଂ ଅନ୍ୟ କେତେକ ମିଠାର କିଲୋଗ୍ରାମ ପିଛା ଦାମ ୨୨୦ ଟଙ୍କା ରହିଛି।

ତେବେ ଟମାଟୋ ଦାମ କିଲୋଗ୍ରାମ ପିଛା ୩୦୦ ଟଙ୍କା ରହିଛି। ଦୋକାନ ମାଲିକ କହିଛନ୍ତି ଏବେ ଟମାଟୋ ଦାମ ମିଠା ଦାମଠାରୁ ଅଧିକ ରହିଛି। ତେଣୁ ମୁଁ ବିଭିନ୍ନ ମିଠା ସହିତ ଟମାଟୋ ବିକ୍ରି କରୁଛି। ଏହା ପ୍ରଚାର ଦେବା ଦ୍ୱାରା ଗ୍ରାହକ ମୋ ଦୋକାନ ସମ୍ପର୍କରେ ଜାଣି ମିଠା କିଣିବାକୁ ଅଧିକ ସଂଖ୍ୟାରେ ଆସି ପହଞ୍ଚୁଛନ୍ତି।

କୋରବାର ୨ ଟି ଦୋକାନରେ ଟମାଟୋକୁ ମିଠା ଭଳି ଫ୍ରିଜରରେ ରଖାଯାଇଛି। ଟମାଟୋ ବାହାରେ ରଖିଲେ ନଷ୍ଟ ହେବାର ଆଶଙ୍କା ଥିତ୍ବାରୁ ଏଭଳି କରାଯାଉଥିବା ଦୋକାନ ମାଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri