ରାତି ପାହିଲେ ଭୋଟ ଗଣତି

ଝାରସୁଗୁଡ଼ା ଅଫିସ,୨।୬: ବ୍ରଜରାଜନଗର ଉପନିର୍ବାଚନ ଶୁକ୍ରବାର ଭୋଟ ଗଣତି ହେବ।ଝାରସୁଗୁଡ଼ା ଇନ୍‌ଞ୍ଜିୟରିଂ ସ୍କୁଲ୍‌ରେ ଭୋଟ ଗଣତି ହେବ। ଏ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ୧୪ଟି ଟେବୁଲ କରାଯାଇଛି। ୨୦ ରାଉଣ୍ଡ ଗଣତି ହେବ। ଗଣତିରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, ମାଇକ୍ରୋ ଅବଜରଭର ଓ କାଉଣ୍ଟିଂ ଆସିଷ୍ଟାଣ୍ଟ ରହି ଗଣତିର ତଦାରଖ କରିବେ। ତେବେ ଭୋଟ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସବୁ ଗେଟ୍‌ରେ ପୋଲିସ କର୍ମଚାରୀ ଜଗିବେ। ଏହା ସହ ଷ୍ଟ୍ରାଇକ୍ରିଂ ଫୋର୍ସ ମୁତୟନ ରହିବେ। ରାଜନୈତିକ ଦଳ ପ୍ରତିନିଧିମାନେ ସେମାନେ କାଉଣ୍ଟିଂ ଦେଖି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୭ଶହ ଟପିଲା କରୋନା ମୃତ୍ୟୁ: ଆଜି ଗଲା ୧୦ ମୁଣ୍ଡ; କଟକ-ପୁରୀରୁ ସର୍ବାଧିକ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୦ ବର୍ଷୀୟ ପୁରୁଷ,କଟକର ୬୯ବର୍ଷୀୟ ବୃଦ୍ଧ, ୮୪ ବର୍ଷୀୟ ବୃଦ୍ଧ, ଗଞ୍ଜାମର...

ସିଆର୍‌ପିଏଫ୍‌ କ୍ୟାମ୍ପରେ ସ୍ବାଧୀନତା ଦିବସ, ରକ୍ଷାବନ୍ଧନ

ରାୟଗଡ଼ା ଅଫିସ, ୧୫।୮- ରାୟଗଡାସ୍ଥିତ ସିଆର୍‌ପିଏଫ୍‌ର ୪ର୍ଥ ବାଟାଲିୟନ କ୍ୟାମ୍ପରେ ଗୁରୁବାର ସ୍ବାଦୀନତା ଦିବସ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଛି। ୪ର୍ଥ ବାଟାଲିୟନ କମାଣ୍ଡାଣ୍ଟ...

ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ।...

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ସିନାପାଲି,୨୭।୯(ଡି.ଏନ.ଏ.)-ନୂଆପଡା ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଗୁରୁବାର ସିନାପାଲି ଉଚ୍ଚ ବିଦ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର...

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ହତ୍ୟାମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ସୋମବାର କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମ୍‌ଏଫସି କୋର୍ଟରେ...

ନୂଆଗାଁ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ: ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ

ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ...

ଆରମ୍ଭ ହେଲା ନ୍ୟାଶନାଲ ଆର୍ଟ, କ୍ରାଫ୍ଟ ମେଳା

ସମ୍ବଲପୁର,୨୪।୪(ବ୍ୟୁରୋ): ନ୍ୟାଶନାଲ ଆର୍ଟ ଏବଂ କ୍ରାଫ୍ଟ କଟନ୍‌ ସିଲ୍କ ଏକ୍ସପୋ-୨୦୨୨ (ପ୍ରଦର୍ଶନୀ ଓ ମେଳା) ସମ୍ବଲପୁର ଅଇଁଠାପାଲିସ୍ଥିତ ପିଏଚ୍‌ଡି ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ମେଳାରେ ୧ଲକ୍ଷରୁ...

ଦାରିଙ୍ଗବାଡ଼ିରେ ଖସୁଛି ପାରଦ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କିଛିଦିନର ବ୍ୟବଧାନ ପରେ ପୁଣି ଶୀତ ଅନଭୁତ ହେଉଛି। ବିଳମ୍ବିତ ରାତିରୁ ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଅଞ୍ଚଳରେ ଘନ...

Advertisement
Archives

Model This Week