କାଲି ଲଘୁଚାପ, ୧୫ରୁ ବର୍ଷିବ

ଭୁବନେଶ୍ୱର,୧୩ା୧୧: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ଏକ୍ସ’ ଯୋଗେ ସୂଚନା ଦିଆଯାଇଛି।

ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ସମେତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri