ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ ବୋମା ଓ ଏହାର ପରୀକ୍ଷଣକୁ ବହୁ ରୋଚକ କଥା ଶୁଣିଥିବେ। କିନ୍ତୁ ପରମାଣୁ ବୋମା ଟେଷ୍ଟିଂରେ କେବେ ପିଆଜ-ଆଳୁ ବ୍ୟବହାର ହୁଏ ଜାଣନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ।

ଭାରତ ପୋଖରାନରେ ଯେଉଁ ପରମାଣୁ ପରୀକ୍ଷଣ କରିଛି, ସେଥିରେ ଦାବି କରାଯାଇଛି ଯେ, ଟନ୍‌ ଟନ୍‌ ଆଳୁ ଓ ପିଆଜ ବ୍ୟବହାର କରାଯାଇଛି। ସେହିପରି ଭାରତକୁ ଅନୁସରଣ କରି ବହୁଦେଶ ସେମାନଙ୍କର ପରମାଣୁ ବୋମା ପରୀକ୍ଷଣରେ ପିଆଜ ଓ ଟମାଟୋକୁ ବ୍ୟବହାର କରିଛନ୍ତି। ତେବେ ଆପଣ ଆଶ୍ଚର୍ଯ୍ୟ ହେଉଥିବେ କି, ବୋମା ପରୀକ୍ଷଣରେ ଆଳୁ-ପିଆଜ କାହିଁକି ବ୍ୟବହାର କରାଯାଉଛି।

ପରମାଣୁ ପରୀକ୍ଷଣରେ ପିଆଜର ବ୍ୟବହାର ବିକିରଣ ମାତ୍ରାକୁ କମ୍‌ କରିବା ପାଇଁ ବ୍ୟବହାର କରାଯାଏ। କାରଣ ପରମାଣୁ ବିସ୍ଫୋରଣରେ ଆଲଫ୍‌ା, ବିଟା ଓ ଗାମା ଇତ୍ୟାଦି କିରଣ ବାହାରିଥାଏ। ପିଆଜ ପାଖରେ ଏହି ବିକିରଣକୁ ଅବଶୋଷିତ କରିବାର କ୍ଷମତା ରହିଛି। ଏଥିପାଇଁ ପରମାଣୁ ପରୀକ୍ଷଣ ସ୍ଥାନରେ ଲକ୍ଷ ଲକ୍ଷ ଟନ୍‌ ପିଆଜ ପୋତା ଯାଇଥାଏ। ପରମାଣୁରୁ ବିକିରଣ ହେଉଥିବା ଆଲୋକକୁ ନିୟନ୍ତ୍ରଣ କରିବା ଜରୁରୀ କାରଣ ଯଦି ବିକିରଣ ମଣିଷ ସଂସ୍ପର୍ଶରେ ଆସେ, ତୁରନ୍ତ ରକ୍ତ ଟିସୁ ନଷ୍ଟ ହୋଇପାରେ।

ପିଆଜରେ ଆଣ୍ଟିଅକ୍ସିଡାଣ୍ଟ ଏବଂ ଆଣ୍ଟି-ଜେନୋଟକ୍ସିକ ରହିଛି। ଏଥିରେ ଫ୍ଲାଭୋନାଏଡ ଏବଂ ଫେନୋଲିକ ଏସିଡ ମଧ୍ୟ ଭରପୂର ରହିଛି। ରିପୋର୍ଟ ଅନୁଯାୟୀ, ପରମାଣୁ ବୋମା ପରୀକ୍ଷଣରୁ ମୁକ୍ତ ହୋଇଥିବା ବିକିରଣର ପ୍ରଭାବ ଅଧ୍ୟୟନ ପାଇଁ ପିଆଜ ମୂଳ ବ୍ୟବହୃତ ହୁଏ। – ଏକ କୌତୁହଳପୂର୍ଣ୍ଣ ତଥ୍ୟ ଯାହା ଖୁବ କମ ଲୋକ ଜାଣନ୍ତି ତାହା ହେଉଛି, ପିଆଜ ସଂରକ୍ଷଣ ସମୟରେ ଗାମା ବିକିରଣର ସ୍ତର ମଧ୍ୟ ସୂଚାଇପାରେ।

ସେହିପରି ବିକିରଣର ପ୍ରଭାବକୁ ହ୍ରାସ କରିବାରେ ଆଳୁ ବ୍ୟବହୃତ ହୁଏ। ଏଥିସହ ଆଣବିକ ବିସ୍ଫୋରଣ ଦ୍ୱାରା ଅର୍ଦ୍ଧ-ନଷ୍ଟ ହୋଇଯାଉଥିବା ଖାଦ୍ୟ କିପରି ପ୍ରଭାବିତ ହୁଏ ତାହା ଦେଖିବା ପାଇଁ ଆଳୁ ମଧ୍ୟ ବ୍ୟବହୃତ ହୁଏ। ଟେନେସି ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ଅନୁସନ୍ଧାନକାରୀମାନେ ଆବିଷ୍କାର କରିଛନ୍ତି ଯେ, ଆଳୁ ଗାମା ବିକିରଣକୁ ବିଶେଷ ଭାବରେ ଗ୍ରହଣ କରିଥାଏ, ଯାହା ଉଦ୍ଭିଦ-ଆଧାରିତ ସେନ୍ସର ସୃଷ୍ଟି କରିବାରେ ବ୍ୟବହୃତ ହୋଇପାରେ ଯାହା ସମ୍ପ୍ରଦାୟକୁ କ୍ଷତିକାରକ ବିକିରଣରୁ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?