ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଥାନାଧିକାରୀ

ଗଞ୍ଜାମ,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଥାନାଧିକାରୀ ଭାବେ ବୁଧବାର ସୁଦୀପ୍ତ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଗଞ୍ଜାମ ଥାନାଧିକାରୀ ଭାବେ ଦାୟିତ୍ୱରେ ଥିବା ପି. ସ୍ବରୁପ କିଶାନ ରମ୍ଭା ଥାନାକୁ ବଦଳି ହେବା ପରେ ବୁଧବାର ସୁଦୀପ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଭଞ୍ଜନଗର ଥାନାଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଦାୟିତ୍ୱ ନେବା ପରେ ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ବେଆଇନ କାରବାର ପ୍ରତି ନଜର ରଖିବେ ଓ ସହରରେ ଶାନ୍ତି ବଜାୟ ରଖିବା ପାଇଁ ଚେଷ୍ଟା କରିବେ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି। ସେ ଦାୟିତ୍ୱ ନେବା ପରେ ଥାନା ସେକେଣ୍ଡ ଅଫିସର ଅଜିତ୍‌ କୁମାର ପରିଡ଼ା, ନାରାୟଣ କଅଁର, ଏଏସ୍‌ଆଇ ସୁରେନ୍ଦ୍ର ପଢିଆରୀ ଓ ସୁପ୍ରଭା ସାହୁ, ହାବିଲଦାର ଅଭିମନ୍ୟୁ ବେହେରା ପ୍ରମୁଖ ତାଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri