ଗ୍ୟାରେଜରୁ ନେଇଗଲେ ଟ୍ରକ୍‌

ଭଦ୍ରକ ଅଫିସ, ୮।୯: ଭଦ୍ରକ ପୌରପାଳିକା ଅଧୀନ କୁଅଁାସ ଗ୍ରାମର ଶୁଭଙ୍କର ମହାପାତ୍ରଙ୍କର ଏକ ୧୨ ଚକିଆ ଟ୍ରକ୍‌ ଗ୍ୟାରେଜରୁ ଚୋରି ହୋଇଥିବା ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବାସୁଦେବପୁର ଥାନା ଅଧୀନ ପଦ୍ମପୁରର ଜଣେ ବ୍ୟକ୍ତିଙ୍କଠାରୁ ଟ୍ରକ୍‌ (ନଂ. ଓଆର୍‌ ୧୧ ଜେ ୫୦୪୧) କିଣି ମରାମତି ପାଇଁ ଗତ ଅଗଷ୍ଟ ୨୫ରେ ଭଦ୍ରକ ଡାହାଣୀଗଡ଼ିଆସ୍ଥିତ ଏକ ଗ୍ୟାରେଜରେ ଦେଇଥିଲେ। ଚଳିତମାସ ୨ ତାରିଖ ସକାଳ ୭ଟାରେ ଗ୍ୟାରେଜ୍‌ ମାଲିକ ଟ୍ରକ୍‌ ଚୋରି ହୋଇଯାଇଥିବା ଫୋନ୍‌ ଯୋଗେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସି କାର୍ଯ୍ୟାଳୟରେ ତାଲା ପକାଇଲେ ଠିକାଦାର

ହିନ୍ଦୋଳ,୩ା୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି କାର୍ଯ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ବକେୟା ବିଲ୍‌ ପାଇବା ଦାବିରେ ଠିକାଦାରମାନେ ତାଲା ପକାଇଛନ୍ତି। ଏନ୍‌ଏସିର ପ୍ରାୟ ୨୫ ଜଣ...

ଗଞ୍ଜାମ ଜିଲାପାଳଙ୍କ ଶେରଗଡ଼ ବ୍ଲକ ଗସ୍ତ: କହିଲେ ଜୁଲାଇ ମାସରେ ସତର୍କ ରହିବାକୁ ପଡ଼ିବ

ଶେରଗଡ଼,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଭୋରରୁ ଶେରଗଡ଼ ବ୍ଲକ ଗସ୍ତରେ ଆସିଛନ୍ତି। ଏହି ସମୟରେ ସେ ବ୍ଲକ ସମ୍ମୁଖରେ ସରପଞ୍ଚମାନଙ୍କ ସହ...

ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି...

ଦମ୍ପତିଙ୍କ ଦ୍ୱାରା ୧୦ ଲକ୍ଷ ଟଙ୍କା ଠକେଇ, ଥାନାରେ ଏତଲା

ଦିଗପହଣ୍ଡି,୧୮ା୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ଦଳିତ ସାହିର ବହୁ ସଂଖ୍ୟକ ମହିଳାଙ୍କ ଠାରୁ ପ୍ରାୟ ୧୦ ଲକ୍ଷଟଙ୍କା ଠକେଇ ନେଇ ଥାନାରେ ଅଭିଯୋଗ ହୋଇଛି।...

ଜୁରୁଡ଼ିରେ ମା’ଙ୍କ ଖଣ୍ଡା, ମୁକୁଟ ପୂଜା ପରମ୍ପରା

ଯୋଡ଼ା,୪ା୧୦(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଉପତ୍ୟକାରେ ଚଳିତ ବର୍ଷ ଆଡ଼ମ୍ବରରେ ଶାରଦୀୟ ଦୂର୍ଗାପୂଜା ପାଳନ କରାଯାଉଛି। ଖଣି ଓ ଶିଳ୍ପର ରୁଗୁଣ ଅବସ୍ଥା ମଧ୍ୟରେ...

ଦେବ ଦୀପାବଳି ଆରମ୍ଭ

ପୁରୀ ଅଫିସ, ୧୪ା୧୨:ଶ୍ରୀମନ୍ଦିରରେ ରବିବାରଠାରୁ ଦେବ ଦୀପାବଳି ଆରମ୍ଭ ହୋଇଛି। ଏହା ୩ଦିନ ଧରି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ କାଶ ଧଡ଼ିିଆ ବସ୍ତ୍ର...

ଆରମ୍ଭ ହେଲା ପହଣ୍ଡି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି...

ମଧ୍ୟାହ୍ନ ଭୋଜନ ଚାଉଳ ଖାଇଗଲେ ପ୍ରଧାନ ଶିକ୍ଷୟିତ୍ରୀ

ଗୋପାଳପୁର,୭।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଧ୍ୟାହ୍ନ ଭୋଜନ ଚାଉଳ ହେର୍‌ଫେର୍‌ ଅଭିଯୋଗରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ନମିତା...

Advertisement
Archives

Model This Week