ବରଗଡ଼ ଜିଲାର ୨ ଟପ୍ପର: ଜାଣନ୍ତୁ କ’ଣ ରହିଛି ଜୀବନର ଲକ୍ଷ୍ୟ

ବରଗଡ଼ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ସବୁ ଜିଲାକୁ ଫଛରେ ପକାଇ ବରଗଡ଼ ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ତେବେ ବରଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର (ଓଡିଆ ବିଭାଗ)ର ଦୁଇ ଛାତ୍ର ଅନ୍ବେଷ କୁମାର ସାହୁ ଏବଂ ପ୍ରବୀଣ କୁମାର ସାହୁ ୫୭୩ (୯୫.୫ ପ୍ରତିଶତ) ଲେଖାଏ ସମାନ ମାର୍କ ରଖି ଜିଲା ଟପ୍ପର ହୋଇଛନ୍ତି। ସ୍ଥାନୀୟ ଆଡ୍‌ଭୋକେଟ ମହେନ୍ଦ୍ର ସାହୁ ଓ ବାଳିକା ହାଇସ୍କୁଲର ଶିକ୍ଷୟିତ୍ରୀ ନନ୍ଦିନୀ ପ୍ରଧାନଙ୍କ ପୁଅ ଅନ୍ବେଷ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ)ରେ କାର୍ଯ୍ୟ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ସେହିପରି ସ୍ଥାନୀୟ ଜର୍ଜ ହାଇସ୍କୁଲର ଶିକ୍ଷକ ଫକୀର ମୋହନ ସାହୁ ଓ ଗୃହିଣୀ କାଦମ୍ବିନୀ ସାହୁଙ୍କ ପୁଅ ପ୍ରବୀଣ ଜଣେ ବୈଜ୍ଞାନିକ ହେବା ତାଙ୍କ ଜୀବନର ଲକ୍ଷ୍ୟ ଥିବା କହିଛନ୍ତି। ତେବେ ଇଂରାଜୀରେ ୯୦ରୁ ଅଧିକ ମାର୍କ ମିଳିବ ବୋଲି ସେ ଆଶା ରଖିଥିବା ବେଳେ ୮୮ ମାର୍କ ମିଳିଛି ବୋଲି ପ୍ରବୀଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri