Posted inଖେଳ

ଅଷ୍ଟ୍ରେଲିଆ ଆଗରେ ୨୩୬ ରନ୍‌ର ବିଶାଳ ଲକ୍ଷ୍ୟ ରଖିଲା ଭାରତ

ଥିରୁଭାନନ୍ତପୁରମ,୨୬।୧୧: ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ରବିବାର ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ବ୍ୟାଟର ଯଶସ୍ବୀ ଜସ୍‌ୱାଲ, ରୁତୁରାଜ ଗାଇକୱାଡ୍‌ ଏବଂ ଇଶାନ୍‌ କିଷାନଙ୍କ ଦମ୍‌ଦାର ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୨୩୫ ରନ୍‌ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୩୬ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ।

ଭାରତର ଦୁଇ ଓପନର ପ୍ରାରମ୍ଭିକ ଭଲ ଷ୍ଟାଟ୍‌ ଦେଇଥିଲେ। ଯଶସ୍ବୀ ଜସ୍‌ୱାଲ ୨୫ ବଲ୍‌ରେ ୯ ଚଉକା ଏବଂ ୨ ଛକା ସହାୟତାରେ ୫୩ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସେହିପରି ରୁତୁରାଜ ଗାଇକୱାଡ୍‌ ମଧ୍ୟ ୪୦ ବଲ୍‌ରେ ୩ ଚଉକା ଏବଂ ୧ ଛକାରେ ୫୨ ରନ୍‌ କରିଥିଲେ। ଏପରିକି ଇଶାନ୍‌ କିଷାନ ମଧ୍ୟ ୩୨ ବଲ୍‌ରେ ୩ ଚଉକା ଏବଂ ୪ ଛକା ସହାୟତାରେ ୫୨ ରନ୍‌ର ଧୂଆଁଧାର ଇନିଂସ୍‌ ଖେଳିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୧୦ଟି ବଲ୍‌ ଖେଳି ୨ ଛକା ସହାୟତାରେ ୧୯ ରନ୍‌ କରିଥିଲେ। ଶେଷ ବେଳକୁ ରିଙ୍କୁ ସିଂ ୯ ବଲ୍‌ରେ ୪ ଚଉକା ଏବଂ ୩ ଛକାରେ ୩୧ ରନ୍‌ର ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ଫଳରେ ଟିମ୍‌ ଇଣ୍ଡିଆ ୨୩୫ ରନ୍‌ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri