ବଢୁଛି ଶୀର୍ଷ ବ୍ରାଣ୍ଡ୍‌ ପ୍ରତିଯୋଗିତା

ନୂଆଦିଲ୍ଲୀ,୧୪।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦେଶର ପ୍ରମୁଖ କମ୍ପାନୀଗୁଡିକର ବ୍ରାଣ୍ଡ୍‌ ଭାଲ୍ୟୁ ସୂଚୀ ପ୍ରକାଶ ପାଇଛି। ଏପରିକି ବର୍ଷକୁ ବର୍ଷ ଉଭୟ ଘରୋଇ ଏବଂ ସରକାରୀ ସଂସ୍ଥାଗୁଡିକ ମଧ୍ୟରେ ଶୀର୍ଷସ୍ଥାନ ପାଇଁ ପ୍ରତିଯୋଗିତା ଜାରି ରହିଛି ବୋଲି ଟ୍ରଷ୍ଟ ରିସର୍ଚ୍ଚ ଆଡଭାଇଜରି (ଟ୍ର) ପକ୍ଷରୁ କୁହାଯାଇଛି। ବିଶେଷକରି ଟେଲିକମ୍‌ କ୍ଷେତ୍ରରେ ଜିଓ ଭାରତର ସବୁଠାରୁ ଶକ୍ତିଶାଳୀ ଟେଲିକମ୍‌ ବ୍ରାଣ୍ଡ୍‌ର ମାନ୍ୟତା ପାଇଥିବା ବେଳେ ଭାରତୀ ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆ ଏବଂ ବିଏସଏନଏଲ ପଛକୁ ପଛ ରହିଛନ୍ତି।

ସେହିପରି ଅଟୋମୋବାଇଲ ଶିଳ୍ପରେ ବିଏମ୍‌ଡବ୍ଲ୍ୟ ଶୀର୍ଷରେ ରହିଥିବା ବେଳେ ଟୟୋଟା, ହୁଣ୍ଡାଇ ଏବଂ ହୋଣ୍ଡା ତଳକୁ ତଳ ରହିଛନ୍ତି। ଅପରପକ୍ଷରେ ବ୍ୟାଙ୍କିଙ୍ଗ ଏବଂ ଆଥିତ୍କ ସେବା କ୍ଷେତ୍ରରେ ଏଲ୍‌ଆଇସି ୧ନମ୍ବର ସ୍ଥାନରେ ରହିଥିବା ବେଳେ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ଆଇସିଆଇସିଆଇ ବ୍ୟାଙ୍କ କ୍ରମାଗତ ୨ୟ ଏବଂ ୩ୟ ସ୍ଥାନରେ ରହିଛି। ସେହିଭଳି ଗ୍ରାହକମାନଙ୍କର ଉପକରଣ ମାନ୍ୟତାରେ କେଣ୍ଟ ଶୀର୍ଷ ସ୍ଥାନରେ ରହିଥିବା ବେଳେ ଲିଭପୁର ଏବଂ ଓକାୟା ପଛକୁ ପଛ ରହିଛନ୍ତି। ଇଲେକ୍ଟ୍ରୋନିକ୍ସ ବର୍ଗରେ ଏଲ୍‌ଜି, ସୋନି ଓ ସାମ୍‌ସଙ୍ଗ ଶ୍ରେଷ୍ଠ ୩ଟି ବ୍ରାଣ୍ଡ୍‌ ଭାବେ ରହିଥିବା ବେଳେ ଆଇଟିସି କନଗ୍ଲୋରେଟ୍‌ ତାଲିକାର ଶୀର୍ଷରେ ରହିଥିବା ବେଳେ ଟାଟା ଏବଂ ରିଲାଏନ୍ସ ପଛକୁ ପଛ ରହିଛନ୍ତି। ସେହିଭଳି ଶକ୍ତି ତାଲିକାରେ ହିନ୍ଦୁସ୍ଥାନ ପେଟ୍ରୋଲିୟମ୍‌ କର୍ପୋରେଶନ୍‌ ଲିମିଟେଡ୍‌ ଶୀର୍ଷରେ ରହିଥିବା ବେଳେ ଏହା ତଳକୁ ଭାରତୀୟ ତୈଳ ନିଗମ (ଆଇଓସି) ଏବଂ ଆଦାନୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri