ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ,୩।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଗରବତି ନିର୍ମାତା ମହୀଶୂର ଦୀପ ପ୍ରଫ୍ୟୁମେରୀ ହାଉସ (ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ୍‌ ବ୍ଲାକ୍‌ ଜେଡ୍‌କୁ ଶ୍ରେଷ୍ଠ ରପ୍ତାନି ପୁରସ୍କାର(ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ) ମିଳିଛି। ଏପରିକି ବ୍ରାଣ୍ଡ୍‌ର ଗୁଣବତ୍ତା ଓ ଅଗରବତି ହସ୍ତଶିଳ୍ପ ବର୍ଗରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ,ବୟନଶିଳ୍ପ ମନ୍ତ୍ରଣାଳୟ ଅଧୀନରେ ଥିବା ଏକ୍ସପର୍ଟ ପ୍ରମୋଶନ କାଉନସିଲ ଫର୍‌ ହାଣ୍ଡିକ୍ରାଫ୍‌ଟ୍ସ (ଇପିଏଚ୍‌ସି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ୨୪ତମ ହାଣ୍ଡିକ୍ରାଫ୍‌ଟ୍ସ ଏକପର୍ଟ ଆଓ୍ବାର୍ଟ ସେରିମନି ଉତ୍ସବରେ ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ ଦିଆଯାଇଥିବାବେଳେ ଇପିସିଏଚ୍‌ ପକ୍ଷରୁ ଏମ୍‌ଡିପିଏଚ୍‌କୁ ମଧ୍ୟ ମେରିଟ୍‌ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ବିଶେଷକରି ୨୦୨୯-୨୦ବର୍ଷ ଏବଂ ୨୦୨୦-୨୧ବର୍ଷ ପାଇଁ ମୋଟ ୧୨୩ଟି ସଂସ୍ଥାକୁ ବିଭିନ୍ନ ବର୍ଗରେ ପୁରସ୍କାର ଦିଆଯାଇଥିଲାବେଳେ ୨୦୧୯-୨୦ ର୍ବ ପାଇଁ ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ ଦିଆଯାଇଛି। ସେହିଭଳି ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହଙ୍କଠାରୁ ଏମ୍‌ଡିପିଏଚ୍‌ର ନିର୍ଦ୍ଦେଶକ ଅଙ୍କିତ ଅଗ୍ରଓ୍ବାଲ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବୟନ ଶିଳ୍ପ ସଚିବ ରଚନା ଶାହା, ଆଇପିଓଏସ୍‌ ବିକାଶ ଆୟୁକ୍ତ ଅମ୍ରିତ ରାଜ ଏବଂ ଇପିସିଏଚ୍‌ର ଇଡି ଆର୍‌. କେ. ବର୍ମା ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏମ୍‌ଡିପିଏଚ୍‌ର ନିର୍ଦ୍ଦେଶକ ଅଙ୍କିତ ଅଗ୍ରଓ୍ବାଲ କହିଥିଲେ, ଇପିସିଏଚ୍‌ଠାରୁ ଆମେ ଏହି ପୁରସ୍କାର ପାଇଁ ବେଶ୍‌ ଉତ୍ସାହିତ ଥିଲାବେଳେ ଆମର କାର୍ଯ୍ୟକୁ ସ୍ବୀକୃତି ଦେଇଥିବାରୁ ଆମେ ବୟନ ଶିଳ୍ପ ମନ୍ତ୍ରଣାଳୟ ଓ ଏକ୍ସପର୍ଟ କାଉନସିଲକୁ ଧନ୍ୟବାଦ ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?