ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ,୧।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଗରବତି ନିର୍ମାତା ମହୀଶୂର ଦୀପ ପ୍ରଫ୍ୟୁମେରୀ ହାଉସ (ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ୍‌ ବ୍ଲାକ୍‌ ଜେଡ୍‌କୁ ଶ୍ରେଷ୍ଠ ରପ୍ତାନି ପୁରସ୍କାର(ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ) ମିଳିଛି। ଏପରିକି ବ୍ରାଣ୍ଡ୍‌ର ଗୁଣବତ୍ତା ଓ ଅଗରବତି ହସ୍ତଶିଳ୍ପ ବର୍ଗରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ,ବୟନଶିଳ୍ପ ମନ୍ତ୍ରଣାଳୟ ଅଧୀନରେ ଥିବା ଏକ୍ସପର୍ଟ ପ୍ରମୋଶନ କାଉନସିଲ ଫର୍‌ ହାଣ୍ଡିକ୍ରାଫ୍‌ଟ୍ସ (ଇପିଏଚ୍‌ସି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ୨୪ତମ ହାଣ୍ଡିକ୍ରାଫ୍‌ଟ୍ସ ଏକପର୍ଟ ଆଓ୍ବାର୍ଟ ସେରିମନି ଉତ୍ସବରେ ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ ଦିଆଯାଇଥିବାବେଳେ ଇପିସିଏଚ୍‌ ପକ୍ଷରୁ ଏମ୍‌ଡିପିଏଚ୍‌କୁ ମଧ୍ୟ ମେରିଟ୍‌ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ବିଶେଷକରି ୨୦୨୯-୨୦ବର୍ଷ ଏବଂ ୨୦୨୦-୨୧ବର୍ଷ ପାଇଁ ମୋଟ ୧୨୩ଟି ସଂସ୍ଥାକୁ ବିଭିନ୍ନ ବର୍ଗରେ ପୁରସ୍କାର ଦିଆଯାଇଥିଲାବେଳେ ୨୦୧୯-୨୦ ର୍ବ ପାଇଁ ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ ଦିଆଯାଇଛି। ସେହିଭଳି ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହଙ୍କଠାରୁ ଏମ୍‌ଡିପିଏଚ୍‌ର ନିର୍ଦ୍ଦେଶକ ଅଙ୍କିତ ଅଗ୍ରଓ୍ବାଲ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବୟନ ଶିଳ୍ପ ସଚିବ ରଚନା ଶାହା, ଆଇପିଓଏସ୍‌ ବିକାଶ ଆୟୁକ୍ତ ଅମ୍ରିତ ରାଜ ଏବଂ ଇପିସିଏଚ୍‌ର ଇଡି ଆର୍‌. କେ. ବର୍ମା ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏମ୍‌ଡିପିଏଚ୍‌ର ନିର୍ଦ୍ଦେଶକ ଅଙ୍କିତ ଅଗ୍ରଓ୍ବାଲ କହିଥିଲେ, ଇପିସିଏଚ୍‌ଠାରୁ ଆମେ ଏହି ପୁରସ୍କାର ପାଇଁ ବେଶ୍‌ ଉତ୍ସାହିତ ଥିଲାବେଳେ ଆମର କାର୍ଯ୍ୟକୁ ସ୍ବୀକୃତି ଦେଇଥିବାରୁ ଆମେ ବୟନ ଶିଳ୍ପ ମନ୍ତ୍ରଣାଳୟ ଓ ଏକନର୍ଟ କାଉନସିଲକୁ ଧନ୍ୟବାଦ ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?