Posted inଖେଳ

ଟି-୨୦ ବିଶ୍ୱକପ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏମାନେ; ଶୀର୍ଷରେ ପାକିସ୍ତାନର…

ନୂଆଦିଲ୍ଲୀ,୫।୯: ଚଳିତ ବର୍ଷ ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଆଇସିସି ଟି-୨୦ ବିଶ୍ୱକପ୍‌। ଏହାକୁ ନେଇ ସମସ୍ତ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ତେବେ କ୍ରିକେଟର ଏହି ରୋମାଞ୍ଚକର ଫର୍ମାଟରେ ବ୍ୟାଟ୍ସମ୍ୟାନଙ୍କ ପ୍ରାଧାନ୍ୟ ଦେଖିବାକୁ ମିଳିଥାଏ। ହେଲେ ଅନେକ ବୋଲର ବ୍ୟାଟ୍ସମ୍ୟାନଙ୍କୁ ଅଡୁଆରେ ପକାଇଥାନ୍ତି ମଧ୍ୟ। ଏଠାରେ ଆମେ ସେଭଳି କିଛି ବ୍ୟାଟ୍ସମ୍ୟାନଙ୍କ ବିଷୟରେ କଥା ହେବା ଯେଉଁମାନେ ଖାତା ନ ଖୋଲିପାରି ଶୂନରେ ଆଉଟ୍‌ ହୋଇଛନ୍ତି। ବିଶ୍ୱକପ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଖେଳାଳିମାନେ ହେଲେ:

ଶାହିଦ ଆଫ୍ରିଦି: ପାକିସ୍ତାନର ଏହି ପୂର୍ବତନ ଅଧିନାୟକ ଟି-୨୦ ବିଶ୍ୱକପ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି। ୨୦୦୭ରୁ ୨୦୧୬ ମଧ୍ୟରେ ଆଫ୍ରିଦି ୫ଥର ଆଉଟ୍‌ ହୋଇଥିଲେ।

ତିଲକରତ୍ନେ ଦିଲଶାନ୍‌: ଶ୍ରୀଲଙ୍କାର ପୂର୍ବତନ ଓପନର୍‌ ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ସେ ମଧ୍ୟ ୫ଥର ଶୂନରେ ଆଉଟ୍‌ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ଏହା ସତ।

ଲେଣ୍ଡଲ ସିମନ୍ସ: ଓ୍ବେଷ୍ଟଇଣ୍ଡିଜର ଅଭିଜ୍ଞ ଓପନର୍‌ ସିମନ୍ସ ତାଲିକାର ତୃତୀୟ ସ୍ଥାନରେ ଅଛନ୍ତି। ସେ ୪ଥର ଟି-୨୦ ବିଶ୍ୱକପ୍‌ରେ ଶୂନରେ ଆଉଟ୍‌ ହୋଇଛନ୍ତି।

ସନଥ ଜୟସୁରିଆ: ଶ୍ରୀଲଙ୍କାର ଏହି ପୂର୍ବତନ ବିସ୍ଫୋରକ ଓପନର୍‌ ଜୟସୁରିଆ ଆକ୍ରାମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା। ହେଲେ ହେଁ ଲଜ୍ଜାଜନକ ରେକର୍ଡ ତାଙ୍କ ନାମରେ ରହିଛି। ସେ ବିଶ୍ୱକପ୍‌ରେ ୪ଥର ଶୂନରେ ଆଉଟ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?