ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ରାୟଗଡ଼ା ପୋଲିସ ନିକଟରେ ମୋଟ ୧୫ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ସେଥିମଧ୍ୟରେ ୭ ମହିଳା କ୍ୟାଡର ଅଛନ୍ତି।

Dharitri – Odisha’s No.1 Odia Daily