Posted inଜାତୀୟ

ସାଧାରଣତନ୍ତ୍ର ଦିବସ ପୂର୍ବରୁ ସୁରକ୍ଷା କୋର ଗ୍ରୁପର ବୈଠକ

ଜମ୍ମୁ,୨୨ ।୧: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଶ୍ରୀନଗରରେ ସୁରକ୍ଷା କୋର ଗ୍ରୁପର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁରକ୍ଷା ସମିକ୍ଷା ଓ ୨୦୨୨ରେ ଆତଙ୍କବାଦୀ ବିରୋଧି ଗତିବିଧିକୁ ନେଇ ରଣନୀତି ପ୍ରସ୍ତୁତ କରିବାକୁ ନେଇ ଆଲୋଚନା ହୋଇଛି । ଶ୍ରୀନଗର ସ୍ଥିତ ସେନାର ୧୫ କୋର ମୁଖ୍ୟାଳୟରେ ଶୁକ୍ରବାର କୋର ଗ୍ରୁପର ବୈଠକରେ ଆତଙ୍କବାଦୀ ବିରୋଧି ଅପରେଶନ, ସୀମା ପାର ଗତିବିଧି ଉପରେ କଡା ନଜର ଓ ନାର୍କୋ ଟେରର ଓ ଟେରର ପଣ୍ଡିଂକୁ ନେଇ ରଣନୀତି ପ୍ରସ୍ତୁତ କରାଯାଇଛି । ବୈଠକରେ ହାଇବ୍ରିଡ ଆତଙ୍କବାଦୀଙ୍କୁ ନେଇ ବି ଚର୍ଚ୍ଚା ହୋଇଛି । ଏହି ବୈଠକରେ ନାଗରିକ ପ୍ରଶାସନ, ସୁରକ୍ଷା ଏଜେନ୍ସିର ଶୀର୍ଷ ଅଧିକାରୀମାନେ ବି ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ିରେ ମୋଦି-ଶାହା ଯୋଡି

ଲୁଧିଆନା,୧୨।୧: ମକର ସଂକ୍ରାନ୍ତି ଓ ଲୋରି ପାଖେଇ ଆସୁଥିବା ବେଳେ ପଞ୍ଜାବର ଲୁଧିଆନାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଏଠାରେ ବିକ୍ରି କରାଯାଉଥିବା ଗୁଡିରେ ପ୍ରଧାନମନ୍ତ୍ରୀ...

ଦ୍ୱିତୀୟ ଚାର୍ଜଶିଟ୍‌ରେ ଚାଷୀଙ୍କୁ ଅଭିଯୁକ୍ତ କଲା ଏସ୍‌ଆଇଟି

ନୂଆଦିଲ୍ଲୀ,୨୨।୧: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ଦ୍ୱିତୀୟ ଚାର୍ଜଶିଟ୍‌ ଦାଖଲ ହୋଇଛି। ପୂର୍ବରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ...

୩୭୦ ଅନୁଚ୍ଛେଦ ହଟିବା ପରେ ୨ ବର୍ଷରେ କେତେ ଜଣ ଜମ୍ମୁ-କଶ୍ମୀରରେ କିଣିଛନ୍ତି ଜମି, ସରକାର ଦେଲେ ଉତ୍ତର…

ନୂଆଦିଲ୍ଲୀ,୧୦।୮: ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦କୁ ହଟାଯିବା ଇତିମଧ୍ୟରେ ଦୁଇ ବର୍ଷରୁ ଅଧିକ ସମୟ ହୋଇଗଲାଣି। ନିୟମ ପରିବର୍ତ୍ତନ ପରେ ବର୍ତ୍ତମାନ ରାଜ୍ୟ ବାହାରର ଯେ କୌଣସି...

ଅଢେଇ ଘଣ୍ଟା ଧରି ଆଲୋଚନା କଲେ ମୋଦି-ଯୋଗୀ

ନୂଆଦିଲ୍ଲୀ,୧୩।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ରାତି...

ପାଗ ଖରାପ ଯୋଗୁ ହୋଇଛି ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା

ନୂଆଦିଲ୍ଲୀ,୧୪ ।୧: ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ଖରାପ ପାଗ ଯୋଗୁ ହୋଇଛି । ଏହି ଘଟଣାକୁ ନେଇ ‘ଟ୍ରାଇ ସର୍ଭିସେସ କୋର୍ଟ ଅଫ୍...

ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ଆସି ଜଳିଗଲେ ୧୧ ଜଣ

ପୁଣେ,୧।୫: ଶବଦାହ ବେଳେ ଜଳିଗଲେ ୧୧ ଜଣ। ଏଭଳି ଏକ ଅଘଟଣ ଘଟିଛି ମହାରାଷ୍ଟ୍ର ପୁଣେର ତାଡିବାଲ ରୋଡ ସ୍ଥିତ ଶବଦାହ ଗୃହରେ। ଖବର ପାଇ...

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ...

ମୋଦିଙ୍କ ରଥ ରୋକିବା ପାଇଁ ସୋନିଆଙ୍କ ପ୍ରସ୍ତୁତି: ବିରୋଧୀ ନେତାଙ୍କୁ କଲେ ଫୋନ୍‌ !

ନୂଆଦିଲ୍ଲୀ,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ବାକି ରହିଛି। ଏହା ମେ ୧୯ରେ ହେବ। ପରେ ମେ ୨୩ରେ ଭୋଟ ଗଣତି କରାଯିବ।...

Advertisement
Archives

Model This Week