ଖାଲି ପ୍ରେମ ନୁହେଁ, ପୁରୁଷ ସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି:

ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା ଗୁଣ ଖୋଜିଥାନ୍ତି। ସାଥୀ ସରଳ ପ୍ରକୃତିର ହୁଅନ୍ତୁ ଏବଂ ତାଙ୍କଠାରେ ଦୟା ଭାବ ଥାଉ ବୋଲି ମହିଳା ଚାହାନ୍ତି।

ବୁଦ୍ଧି: ମହିଳାମାନେ ପୁରୁଷଙ୍କଠାରେ ଖୋଜୁଥିବା ଅନ୍ୟ ଜିନିଷ ହେଉଛି ବୁଦ୍ଧି। ବୁଦ୍ଧିମାନର ଅର୍ଥ କେବଳ ଶିକ୍ଷା ଅଥବା ଡିଗ୍ରୀ ଥିବା ନୁହେଁ। ଅନେକ ପୁରୁଷ ଭଲ ଡିଗ୍ରୀ ବିନା ବୁଦ୍ଧିମାନ ହୋଇଥାନ୍ତି। ମହିଳାମାନେ ଏଭଳି ପୁରୁଷଙ୍କ ପ୍ରତି ଅଧିକ ଆକର୍ଷିତ ହୁଅନ୍ତି।

ଉଦାରତା: ଉଦାରତା ହେଉଛି ଅନ୍ୟ ଏକ ଗୁଣ ଯାହା ବହୁତ କମ୍‌ ଲୋକଙ୍କଠାରେ ଦେଖିବାକୁ ମିଳିଥାଏ। ଯେଉଁ ପୁରୁଷଙ୍କର ଉଦାର ଭାବନା ଥାଏ ସେମାନଙ୍କୁ ମହିଳାମାନେ ଶୀଘ୍ର ପସନ୍ଦ କରନ୍ତି। ସହଜରେ ମହିଳାମାନେ ଏଭଳି ପୁରୁଷଙ୍କ ପ୍ରତି ଆକର୍ଷିତ ହୋଇଥାନ୍ତି।

ଆତ୍ମବିଶ୍ୱାସ- ଆତ୍ମବିଶ୍ୱାସ ହେଉଛି ଏକ ଗୁଣ ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ମହିଳାମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ପୁରୁଷମାନଙ୍କୁ ପସନ୍ଦ କରନ୍ତି।

ବାସ୍ତବବାଦୀ: କୃତ୍ରିମତା ବା ଛଳନା ନ ଥିବା ପୁରୁଷଙ୍କୁ ଅଧିକାଂଶ ମହିଳା ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ାଙ୍କ ଏହି ୪ ଅଭ୍ୟାସ ଆପଣାଇଲେ ଜୀବନରେ ହେବେ ସଫଳ: ଜାଣନ୍ତୁ କାହିଁକି ଏମିତି କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଯାହାକୁ ଗ୍ରହଣ କରି ଜଣେ ମଣିଷ ନିଜ ଜୀବନରେ ସଫଳତା ହାସଲ କରି...

ଲାଟେଷ୍ଟ ଟ୍ରେଣ୍ଡରେ ବଞ୍ଜାରା ଜୁଏଲେରି

ଜୁଏଲେରି ପିନ୍ଧିବାର ସଉକ ପ୍ରାୟ ସବୁ ମହିଳାଙ୍କର ଥାଏ। ଖାସ୍‌ ସେଥିପାଇଁ ଜୁଏଲେରିକୁ ନେଇ ବହୁ ଏକ୍ସପେରିମେଣ୍ଟ କରାଯାଇ ମାର୍କେଟ୍‌କୁ ଏହାର ଅନେକ ଲାଟେଷ୍ଟ ଟ୍ରେଣ୍ଡ...

ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ...

ଅନେକ ରୋଗ ଦୂର କରେ ଶୁଣ୍ଠି

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ...

ଫେକ୍‌ ଜବ୍‌ ଅଫର

ଜବ୍‌ ଆଶାୟୀ ପ୍ରାର୍ଥୀ ଯେକୌଣସି ଜବ୍‌ ଅଫର୍‌ ପାଇଲେ ତାହା ଯେପରି ହାତଛଡ଼ା ନ ହୋଇଯାଉ ସେହି ଲକ୍ଷ୍ୟରେ ତୁରନ୍ତ ଆପ୍ଲାଏ କରିବାକୁ ପଛାନ୍ତି ନାହିଁ।...

କହିବା ଆଗରୁ…

କହିବାର କଳା ତ ପ୍ରାୟ ସମସ୍ତେ ଜାଣନ୍ତି କିନ୍ତୁ ନ କହିବା ବି ଏକ ସୁନ୍ଦର କଳା ଏକଥାକୁ ହୁଏତ କେତେଜଣ ଜାଣନ୍ତି। ଆଉ ଥରେ...

ଗ୍ରହାଣୁ ସଂଘର୍ଷରୁ ପୃଥିବୀକୁ ସୁରକ୍ଷା

ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମା କରୁଛନ୍ତି। ପ୍ରତ୍ୟେକ ପିଣ୍ଡକୁ ‘ଗ୍ରହାଣୁ’ ବୋଲି କୁହାଯାଏ ଏବଂ...

ବଜ୍ରପାତ-ବିଜୁଳି ଦ୍ୱାରା ବାୟୁ ବିଶୋଧନ

ପ୍ରକୃତି ତାହାର ପରିବେଶକୁ ସଜାଡ଼ିବାକୁ ମଧ୍ୟ ପ୍ରୟାସ କରିଥାଏ। ପ୍ରାକୃତିକ ଉପାୟରେ ବାୟୁମଣ୍ଡଳର ବିଶୋଧନ ଏହାର ଏକ ଉଦାହରଣ। ବଜ୍ରପାତ ଓ ବିଜୁଳି ଦ୍ୱାରା ବାୟୁମଣ୍ଡଳ...

Advertisement
Archives

Model This Week