ଚାଇନା ବିରୋଧରେ ପିଓକେରେ ମଶାଲ ରାଲି

ମୁଜାଫରବାଦ୍‌, ୮।୯: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଇନା ବିରୋଧୀ ପ୍ରଦର୍ଶନ ଜାରି ରହିଛି। ସ୍ଥାନୀୟ ମୁଜାଫରବାଦ୍‌ରେ ନୀଲମ୍‌ ଏବଂ ଝେଲମ୍‌ ନଦୀରେ ନିର୍ମିତ ହେଉଥିବା ବନ୍ଧକୁ ସ୍ଥାନୀୟ ବାସିନ୍ଦା ବିରୋଧ କରି ମଶାଲ ରାଲି କରିଛନ୍ତି। ଏହି ବନ୍ଧ ଚାଇନା କମ୍ପାନୀ ଦ୍ୱାରା କରାଯାଉଛି। ଲୋକେ ହାତରେ ମଶାଲ ଧରି ପାକିସ୍ତାନ ଏବଂ ଚାଇନା ବିରୋଧୀ ସ୍ଲୋଗାନ୍‌ ଦେଇଛନ୍ତି। ସ୍ଥାନୀୟ ବାସିନ୍ଦା ଲଗାତାର ବନ୍ଧ ନିର୍ମାଣ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି। ପୂର୍ବରୁ ଅଗଷ୍ଟ ୨୫ରେ ମଧ୍ୟ ଏଭଳି ପ୍ରଦର୍ଶନ କରାଯାଇଥିଲା। ଲୋକେ ‘ଦରିଆ ବଚାଓ, ମୁଜାଫରବାଦ ବଚାଓ’ ଏବଂ ‘ନୀଲମ୍‌-ଝେଲମ୍‌ ବହେନ ଦୋ, ହମେ ଜିନ୍ଦା ରହନେ ଦୋ’ ଆଦି ସ୍ଲୋଗାନ ଦେଉଥିବାରୁ ୧୭ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ନଦୀବନ୍ଧ ପ୍ରକଳ୍ପ ୨୦୨୬ ସୁଦ୍ଧା ଶେଷ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ପ୍ରଦର୍ଶନ: ଏକ ମାସରେ ୩୧୯ ମୃତ; ୧୫ ହଜାରରୁ ଅଧିକ ଆହତ

ବାଗଦାଦ୍‌,୧୧।୧୧: ସରକାରଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଇରାକ୍‌ରେ ଗତ ଏକମାସ ଧରି ଲୋକମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଇତିମଧ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି...

ଚାଇନାକୁ ୨ଶହ ଟନ୍‌ ଚାଉଳ ଦାନ କଲା ମ୍ୟାନମାର

ୟାନଗୋନ,୧।୩: କରୋନା ଭାଇରସ କବଳରେ ପଡି ଆର୍ଥିକ ସ୍ତରରେ ପଛକୁ ଚାଲିଯାଇଥିବା ଚାଇନାକୁ ଏବେ ବିଭିନ୍ନ ଦେଶ ସହାୟତାର ହାତ ବଢାଇଛନ୍ତି। ଏହି କ୍ରମରେ ରବିବାର...

ମୁମ୍ବାଇ ଭଳି ବହୁ ସହର ସମୁଦ୍ର ଆଁରେ: ୨୦୫୦ ସୁଦ୍ଧା ପ୍ରଭାବିତ ହେବେ ୩ ଶହ ନିୟୁତ !

ନ୍ୟୁୟର୍କ,୩୦।୧୦: ଆସନ୍ତା ୩୦ ବର୍ଷ ମଧ୍ୟରେ ମୁମ୍ବାଇ ଭଳି ପୃଥିବୀର ବହୁ ସହର ସମୁଦ୍ର ଆଁରେ ଲୀନ ହେବ। ଏନେଇ ନ୍ୟୁଜର୍ସି ସ୍ଥିତ ସଂସ୍ଥା କ୍ଲାଇମେଟ୍‌...

ନିୟମରେ ବଡ଼ ପରିବର୍ତ୍ତନ: ବିବାହ ପୂର୍ବରୁ ଏକାଠି ରହିପାରିବେ ପ୍ରେମୀ ଯୁଗଳ

ସମୟ ଅନୁସାରେ ସବୁକିଛି ପରିବର୍ତ୍ତିତ ହୋଇଥାଏ। ଗୋଟିଏ ସମୟ ପରେ ସବୁ ଜିନିଷର ପରିବର୍ତ୍ତନ ଅପରିହାର୍ଯ୍ୟ। ଏମିତି ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି କଠୋରପନ୍ଥି ଦେଶ...

୯/୧୧କୁ ବଳିଗଲା କରୋନା ଦୁଃଖ

ନ୍ୟୁୟର୍କ,୨ା୪ : ଆମେରିକାରେ ଭୟଙ୍କର ସ୍ଥିତି ସୃଷ୍ଟିକରିଛି କରୋନା ଭାଇରସ୍‌। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିଚାଲିଛି। ବୁଧବାର ସୁଦ୍ଧା ୪,୦୫୫ ଜୀବନ ନେଲାଣି ଏହି...

ନୂଆ ନାଗରିକତା ଆଇନ ଭେଦଭାବ ପୂର୍ଣ୍ଣ: ଜାତିସଂଘ

ଜେନେଭା,୧୪।୧୨: ଭାରତରେ ପ୍ରଣୀତ ହୋଇଥିବା ନୂଆ ନାଗରିକତା ଆଇନ ସମ୍ପୂର୍ଣ୍ଣ ଭାବେ ଭେଦଭାବ ପୂର୍ଣ୍ଣ ବୋଲି ଜାତିସଂଘର ମାନବାଧିକାର ଶାଖା ପକ୍ଷରୁ କୁହାଯାଇଛି। ଏନେଇ ଜାତିସଂଘ...

ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି।...

ନଭେମ୍ବର ୧୧ରେ ସୂର୍ଯ୍ୟରେ ଦେଖା ଯିବ କଳାଜାଇ

ଓ୍ବାଶିଂଟନ୍‌,୫।୧୧: ନଭେମ୍ବର ୧୧ରେ ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ।...


Coronavirus Update

Archives

Model This Week

Why Dharitri