ଥିରୁଭାନନ୍ତପୁରମ୍,୨୬।୮: ସ୍କୁଲର ମାସିକ ଟ୍ୟୁଶନ ଫି’ ନେବାରୁ ଜଣେ ଛାତ୍ରଙ୍କୁ ତଳେ ବସି ପରୀକ୍ଷା ଦେବାକୁ ସ୍କୁଲ କର୍ତ୍ତୃପକ୍ଷ ବାଧ୍ୟ କରିଥିବା ଅଭିଯୋଗ ହୋଇଛି। କେରଳର ଏକ ଘରୋଇ ସ୍କୁଲରେ ଶୁକ୍ରବାର ଏଭଳି ଘଟଣା ଘଟିଛି। ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ତାଙ୍କ ପୁଅ ସପ୍ତମ ଶ୍ରେଣୀରେ ପଢ଼ୁଥିବାବେଳେ କୌଣସି କାରଣରୁ ମାସିକ ଫି’ଦେବାରେ ବିଳମ୍ବ ହୋଇଥିଲା। ତେଣୁ ସ୍କୁଲ ଅଧ୍ୟକ୍ଷ ପରୀକ୍ଷାରେ ତାଙ୍କ ପୁଅକୁ ତଳେ ବସି ପରୀକ୍ଷା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଛାତ୍ରଙ୍କ କହିବା ଅନୁସାରେ ଶୁକ୍ରବାର ମାସିକ ପରୀକ୍ଷା ଚାଲଥିବାବେଳେ ଅଧ୍ୟକ୍ଷ ଶ୍ରେଣୀ କକ୍ଷକୁ ଆସି ଯେଉଁମାନେ ମାସିକ ଫି’ ଦେଇନାହାନ୍ତି, ସେମାନେ ଠିଆ ହେବାପାଇଁ କହିଥିଲେ। ଏହାପରେ ମୁଁ ଠିଆ ହେବାରୁ ସେ ମୋତେ ତଳେ ବସି ପରୀକ୍ଷା ଦେବାକୁ କହିଥିଲେ। ଫଳରେ ସାଙ୍ଗମାନଙ୍କ ସାମ୍ନାରେ ମୋତେ ଲଜ୍ଜିତ ହେବାକୁ ପଡ଼ିଥିଲା। ଅପରପକ୍ଷେ ସ୍କୁଲ ପରିଚାଳନା କମିଟି ଛାତ୍ରଙ୍କ ବାପାଙ୍କ ସହ କଥାବାର୍ତ୍ତା ପରେ ଏହି ମାମଲାର ସମାଧାନ ହୋଇଥିବା ଜଣାପଡ଼ିଛି।
ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…
ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍ ଓ…
ମାଛ ଜାଲରେ ଫସିଲା ବିରାଟକାୟ ଅଜଗର
ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…
ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…
ଚାଷୀମାରଣ ନୀତିକୁ ବିରୋଧ, ଜେଲ୍ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ
ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…
ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ
ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…
ଓଲଟିଲା କୋଇଲା ବୋଝେଇ ଟ୍ରକ୍, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍
ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…
ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK
ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…
ଅଧିକ ସମୟ ଭିଡିଓଗେମ୍ ଖେଳୁଥିଲେ…
ଭିଡିଓ ଗେମ୍ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…
Archives

