ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ନିର୍ଯାତନା ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ

ଖଡ଼ିଆଳ,୧୯।୯(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଟିମନପୁର୍‌ ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ନିର୍ଯାତନା ଘଟଣାରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ ତୁରନ୍ତ ପଦକ୍ଷେପ ନେଇଛନ୍ତି। ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ଘଟଣାର ତଦନ୍ତ କରି ସତ୍ୟାସତ୍ୟ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଦାୟିତ୍ୱରେ ଥିବା ପ୍ରଧାନ ସେବକ ମନୋଜ କୁମାର ହୋତାଙ୍କ ବିରୋଧରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ମନୋଜ କୁମାର ହୋତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିବା ବେଳେ ତାଙ୍କ ନିଲମ୍ବିତ ସମୟ ସେ ବ୍ଲକ କାର୍ଯ୍ୟାଳୟର ପରିସର ମଧ୍ୟରେ ଥିବେ। ଅନ୍ୟ ସେବାଶ୍ରମରେ ମଧ୍ୟ ଆବଶ୍ୟକ ମାର୍ଗଦର୍ଶିକା ଏବଂ ଆଦେଶ ରହିବା ଦରକାର। ଏଭଳି ପରିସ୍ଥିତି ପରିଲକ୍ଷିତ ହେଲେ ତୁରନ୍ତ ପଦକ୍ଷେପ ନେବା ସହ ଛାତ୍ରୀଛାତ୍ରଙ୍କ ଉପଯୁକ୍ତ ଏବଂ ସଠିକ ଦାୟିତ୍ୱ ନିର୍ବାହ ପାଇଁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri