Posted inଜାତୀୟ

ଜିଅନ୍ତା ଜାଳିବା ପୂର୍ବରୁ ନିର୍ଯାତନା ଦିଆଯାଇଥିଲା

ରାମପୁରହାଟ,୨୪।୩: ୩ ମହିଳା ଏବଂ ୨ ଶିଶୁଙ୍କ ସମେତ ୮ ଜଣଙ୍କୁ ପଶ୍ଚିମବଙ୍ଗର ବୀରଭୁମ ଜିଲାରେ ଜିଅନ୍ତ ଜାଳି ଦିଆଯାଇଥିଲା। ମୃତକଙ୍କ ବ୍ୟବଚ୍ଛେଦ କରାଯିବା ପରେ ସେମାନଙ୍କୁ ଜିଅନ୍ତା ଜାଳିବା ପୂର୍ବରୁ ଖୁବ୍‌ ନିର୍ଦ୍ଦୟ ଭାବେ ମାଡ଼ ମରାଯାଇଥିବା ଜଣାପଡ଼ିଛି।

ଘରୁ ମିଳିଥିବା ଅର୍ଦ୍ଧ ଦଗ୍ଧ ମୃତଦେହ ପରୀକ୍ଷା କରୁଥିବା ଫରେନ୍ସିକ ଅଧିକାରୀ କହିଛନ୍ତି, ପୀଡ଼ିତଙ୍କୁ ପ୍ରଥମେ ନିର୍ଦ୍ଦୟ ଭାବେ ମାଡ଼ ମରାଯାଇଥିଲା। ତା’ପରେ ସେମାନଙ୍କୁ ଜାଳି ଦିଆଯାଇଥିଲା। ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ରାତିରେ ଗୃହଦାହ ଘଟଣାରେ ସମ୍ପୃକ୍ତ ୨୦ ଜଣଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇଛି। ଅନେକ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରେ ହେଳା କାରଣରୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବୋଗ୍‌ତୁଇ ଗାଁକୁ ଆସୁଥିବାରୁ ଅଞ୍ଚଳରେ କୌଣସି ପ୍ରକାର ଅପ୍ରତିକର ସ୍ଥିତି ସୃଷ୍ଟି ହେବାରୁ ରୋକିବା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri