୨ ଲକ୍ଷ ଟଙ୍କା ପାଇଁ ମହିଳାଙ୍କୁ ନିର୍ଯାତନା

ନିମାପଡ଼ା,୭।୧୦(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଗୁହାଳପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ୨ଲକ୍ଷ ଟଙ୍କା ଯୌତୁକ ଆଣିବାକୁ କହି ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ନେଇ ବୁଧବାର ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ପୋଲିସ ମହିଳାଙ୍କ ସ୍ବାମୀ, ଶ୍ୱଶୁର, ନଣନ୍ଦଙ୍କ ବିରୋଧରେ ଏକ ମାମଲା(ନଂ.୩୪୮/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ଥାନା ଅଧୀନ ଝାମ୍ବୁଲାକୁଦ ଗ୍ରାମର ମହିଳା ୮ମାସ ତଳେ ଗୁହାଳପଡ଼ାର ଯୁବକଙ୍କୁ ବିବାହ କରିଥିଲେ। ବିବାହ ବେଳେ ମହିଳା ୧ଲକ୍ଷ ଟଙ୍କା ସମେତ ଆସବାବପତ୍ର ଯୌତୁକ ବାବଦରେ ଆଣିଥିଲେ। କିଛିମାସ ପରେ ଶାଶୁଘର ପକ୍ଷରୁ ମହିଳାଙ୍କୁ ଆହୁରି ଯୌତୁକ ଆଣିବାକୁ ଦାବି କରି ନାନା ନିର୍ଯାତନା ଦେଉଥିଲେ। ଫଳରେ ମହିଳା ବାପଘରକୁ ଜଣାଇବା ସହ ଥାନାର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ବର୍ଷା ପାଣି ଯୋଗୁ ଧସିଲା ପୋଲର ସୁରକ୍ଷା ପାଚେରୀ, ଭୟରେ ପଞ୍ଚାୟତବାସୀ

ନନ୍ଦପୁର ୨୫।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ଖେମୁଣ୍ଡୁଗୁଡା ପଞ୍ଚାୟତକୁ ସଂଯୋଗୀ ଆରଡି ରାସ୍ତାରେ ଥିବା ଏକ…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ…

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ସ୍ବଚ୍ଛ ପୁରୁଷୋତ୍ତମପୁର ଗଢି ତୋଳିବା ଲକ୍ଷ୍ୟ: ସାମୂହିକ ସଫେଇ…

ପୁରୁଷୋତ୍ତମପୁର,୨୬/୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ଆମ ଗଞ୍ଜାମ,ସ୍ବଚ୍ଛ ଗଞ୍ଜାମରେ ସାମୂହିକ ସଫେଇ କାର୍ଯ୍ୟକ୍ରମ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ତ୍ୱାବଧାନରେ…

ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ  ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri