ତୋସାଖାନା ଦୁର୍ନୀତି: ୨୮ରେ ହେବ ଶୁଣାଣି

ଇସଲାମବାଦ,୨୫।୮: ତୋସାଖାନା ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି। ଶୁକ୍ରବାର ଆବେଦନ ଉପରେ ଶୁଣାଣି କରି ପାକିସ୍ତାନ ହାଇକୋର୍ଟ ୨୮ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

ହାଇକୋର୍ଟ ଜଷ୍ଟିସ ଆମୀର ଫାରୁକ ଏବଂ ଜଷ୍ଟିସ ତାରିକ ମେହମୁଦ ଜାହାଙ୍ଗିରିଙ୍କ ବେଞ୍ଚ ଅଧ୍ୟକ୍ଷତା କରିଥିଲେ। ତେବେ ଶୁଣାଣିରେ ଇମ୍ରାନ ଅସୁସ୍ଥ ଥିବାରୁ ଉପସ୍ଥିତ ହୋଇପାରି ନ ଥିଲେ। ତାଙ୍କ ଦଳର ଜଣେ ସଦସ୍ୟ ଏହା ବିଷୟରେ କୋର୍ଟଙ୍କୁ ସୂଚନା ଦେଇଥିଲେ। ଏନେଇ କୋର୍ଟ ଶୁଣାଣିକୁ ୨୮ ଅଗଷ୍ଟ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri