Posted inଖେଳ

ଆଇପିଏଲ୍‌ ଫାଇନାଲ: ଅହମଦାବାଦରେ ବର୍ଷା

ଅହମଦାବାଦ,୨୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। କ୍ରମାଗତ ବର୍ଷା ଲାଗି ରହିବା ଦ୍ୱାରା ଠିକ୍‌ ସମୟରେ ଟସ୍‌ ପଡ଼ି ପାରିନାହିଁ। ଫଳରେ ପିଚ୍‌କୁ କଭର କରି ରଖା ଯାଇଛି। କିଛି ସମୟ ବର୍ଷା ଛାଡ଼ିଥିବାବେଳେ ସୁପର ସପ୍ପର ମାଧ୍ୟମରେ ପଡ଼ିଆକୁ ଶୁଖାଯିବାକୁ ଉଦ୍ୟମ କରାଯାଇଥିଲା। ମାତ୍ର ପୁଣି ବର୍ଷା ଆରମ୍ଭ ହୋଇ ଯାଇଥିଲା। କଟ୍‌ଅଫ୍‌ ଟାଇମ୍‌ ରାତି ୧୨ଟା ୬ଟା ସୁଦ୍ଧା ଯଦି ବର୍ଷା ଛାଡ଼ିଯାଏ ତେବେ ୫ ଓଭର ବିଶିଷ୍ଟ ମ୍ୟାଚ ପାଇଁ ନିଷ୍ପତ୍ତି ହୋଇଥିଲା। ସୋମବାରକୁ ରିଜର୍ଭ ଦିବସଭାବେ ରଖା ଯାଇଛି। ଯଦି ରବିବାର ଆଦୌ ମ୍ୟାଚ ସମ୍ଭବ ନ ହୁଏ ତେବେ ସୋମବାର ମ୍ୟାଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri