ଟସ୍‌ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିଟି ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

ଆର୍‌ଆର୍‌ ଟିମ୍‌ରେ ଜୋସ ବଟଲର୍‌, ଯଶସ୍ବ ଜୟସୱାଲ, ସଞ୍ଜୁ ସାମସନ (ଓ୍ବିକେଟ କିପର ଏବଂ ଅଧିନାୟକ), ଦେବଦତ୍ତ ପାଦିକ୍କାଲ, ଶିମରୋନ ହେଟମିୟର, ରିୟାନ ପାରାଗ, ରବିଚନ୍ଦ୍ରନ ଅଶ୍ୱିନ, ୟୁଜଭେନ୍ଦ୍ର ଚହଲ, ଟ୍ରେଣ୍ଟ ବୋଲ୍ଟ, ନବଦୀପ ସୈନି, ପ୍ରସିଦ୍ଧ କୃଷ୍ଣା ପ୍ରମୁଖ ଖେଳୁଛନ୍ତି।

ସେହିପରି ଜିଟି ଟିମ୍‌ରେ ରିଦ୍ଧିମାନ ସାହା (ଓ୍ବିକେଟ କିପର), ଶୁବମାନ ଗିଲ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଅଭିନାଭ ମନୋହର, ଡେଭିଡ ମିଲର, ରାହୁଲ ଟିୱାଟିଆ, ରସିଦ ଖାନ, ଅଲଜାରି ଜୋସେଫ, ଲକି ଫର୍ଗୁସନ, ୟଶ ଦିନଲ, ମହମ୍ମଦ ଶାମି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?