ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ୍‌. ରାହୁଲଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛି।

ଏମ୍‌ ଆଇ ଟିମ୍‌ରେ ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ଦେଭାଲଡ ବ୍ରେଭିସ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, କିରେନ ପୋଲାର୍ଡ, ଫାବିଆନ ଆଲେନ, ଜୟଦେବ ଉନାଦକତ, ମୁରୁଗାନ ଅଶ୍ୱିନ, ଜସପ୍ରୀତ ବୁମ୍ରା, ଟାଇମଲ ମିଲ୍ସ ଖେଳୁଛନ୍ତି।

ସେହିପରି ଏଲ୍‌ଏସ୍‌ଜି ଟିମ୍‌ରେ କେ.ଏଲ୍‌. ରାହୁଲ (ଅଧିନାୟକ), କ୍ୱିଣ୍ଟନ ଡି କକ (ଓ୍ବିକେଟ୍‌ କୁମାର), ମନୀଷ ପାଣ୍ଡେ, ଦୀପକ ହୁଡା, ମାର୍କସ ଷ୍ଟୋନିସ, ଆୟୁଷ ବାଡୋନି, ଜାସନ ହୋଲ୍ଡର, କ୍ରୁନାଲ ପାଣ୍ଡ୍ୟା, ଦୁଷ୍ମାନଥା ଚାମିରା, ଆଭେଶ ଖାନ, ରବି ବିଷ୍ଣୁ ପ୍ରମୁଖ ଖେଳୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri