ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଡିସିର ଅଧିନାୟକ ରିଶଭ ପନ୍ତଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛନ୍ତି।

ଏମ୍‌ଆଇ ଟିମ୍‌ରେ ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ଦେଭାଲଡ ବ୍ରେଭିସ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, କିରେନ ପୋଲାର୍ଡ, ଫାବିଆନ ଆଲେନ, ଜୟଦେବ ଉନାଦକତ, ମୁରୁଗାନ ଅଶ୍ୱିନ, ଜସପ୍ରୀତ ବୁମ୍ରା, ଟାଇମଲ ମିଲ୍ସ ଖେଳୁଛନ୍ତି।

ଡିସି ଟିମ୍‌ରେ ରିଶଭ ପନ୍ତ (ଅଧିନାୟକ ଏବଂ ୱିକେଟକିପର), ଡେଭିଡ ୱାର୍ଣ୍ଣର, ସରଫରାଜ ଖାନ, ମିଚେଲ ମାର୍ଶ ରୋଭମାନ ପାଓ, ଲେ, ଆକ୍ସାର ପଟେଲ, ଶାର୍ଦ୍ଦୁଲ ଠାକୁର, କୁଲଦୀପ ଯାଦବ, ଅନ୍ରିଚ ନର୍ଥଜେ, ଖାଲିଲ ଅହମ୍ମଦ, ମନଦୀପ ସିଂ, ଶ୍ରୀକର ଭାରତ, ଟିମ ସେଫର୍ଟ, ଲୁଙ୍ଗି ନିଗିଡି, ମୁସ୍ତାଫିଜୁର ରହମାନ, ଅଶ୍ୱିନ ହେବର, ପ୍ରବୀଣ ଦୁବେ, କମଲେଶ ନାଗରକୋଲି, ଚେତନ ସାଖରିଆ , ବିକି ଓଷ୍ଟୱାଲ ପ୍ରମୁଖ ଖେଳୁଛନ୍ତି।

ମ୍ୟାଚ୍‌ରେ ନୀତିନ ମେନନ ଏବଂ ତପନ ଶର୍ମା ଅମ୍ପାୟର ଥିବାବେଳେ ଥାର୍ଡ ଅମ୍ପୟାର ସୟଦ ଖାଲିଦ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri