ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ୍‌ଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛି।

ଏମ୍‌ଆଇ ଟିମ୍‌ରେ ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ଅନମୋଲପ୍ରୀତ ସିଂ, ତିଲକ ଭର୍ମା, କିରେନ ପୋଲାର୍ଡ, ଟିମ ଡେଭିଡ, ଡାନିଏଲ ସାମସ, ମୁରୁଗାନ ଅଶ୍ୱିନ, ଜସପ୍ରୀତ ବୁମରା, ଟାଇମଲ ମିଲ୍ସ, ବେସିଲ ଥାମ୍ପି ଖେଳୁଛନ୍ତି।

ସେହିପରି ଆର୍‌ ଆର୍‌ରେ ଜୋସ ବଟଲର୍‌, ଯଶସ୍ବ ଜୟସୱାଲ, ସଞ୍ଜୁ ସାମସନ (ଓ୍ବିକେଟ କିପର ଏବଂ ଅଧିନାୟକ), ଦେବଦତ୍ତ ପାଦିକ୍କାଲ, ଶିମରୋନ ହେଟମିୟର, ରିୟାନ ପାରାଗ, ରବିଚନ୍ଦ୍ରନ ଅଶ୍ୱିନ, ୟୁଜଭେନ୍ଦ୍ର ଚହଲ, ଟ୍ରେଣ୍ଟ ବୋଲ୍ଟ, ନବଦୀପ ସୈନି, ପ୍ରସିଦ୍ଧ କୃଷ୍ଣା ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?