ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍‌ (ସିଏସ୍‌କେ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆର୍‌ସିବିର ଅଧିନାୟକ ରବିନ୍ଦ୍ର ଜାଡ଼େଜା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ହେଇଛନ୍ତି। ସିଏସ୍‌କେ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛି।

ସିଏସ୍‌କେ ପକ୍ଷରୁ ରିତୁରାଜ ଗାଇକ୍ୱାଡ, ରବିନ ଉଥାପ୍ପା, ମୋଏନ ଅଲି, ଅମ୍ବାତି ରାୟଡୁ, ରବିନ୍ଦ୍ର ଜାଡେଜା (ଅଧିନାକୟ), ଶିବମ ଦୁବେ, ଏମ.ଏସ ଧୋନି(ଓ୍ବିକେଟକିପର),ଡଓ୍ବେନ ବ୍ରାଓ୍ବ, କ୍ରିସ୍‌ ଜୋର୍ଡନ, ମୁକେଶ ଚୌଧୁରୀ, ମହେଶ ତିକ୍ଷଣା ପ୍ରମୁଖ ଖେଳୁଥିବାବେଳେ

ଆର୍‌ସିବି ପକ୍ଷରୁ ଫାଫ ଡୁ ପ୍ଲେସିସ (ଅଧିନାୟକ), ଅନୁଜ ରାୱତ, ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ, ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ଶାହାବାଜ ଅହମ୍ମଦ, ଡେଭିଡ ୱିଲି, ଭାନିନ୍ଦୁ ହସରାଙ୍ଗା, ସିଦ୍ଧାର୍ଥ କୌଲ, ଆକାଶ ଦୀପ, ମହମ୍ମଦ ସିରାଜ ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଉତ୍ସାହିତ କଲେ ଖେଳାଳିଙ୍କ ପରିବାର

ଭୁବନେଶ୍ୱର, ୨।୧୧(କ୍ରୀଡ଼ା ପ୍ରତିନିଧି)-ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଖେଳୁଥିବାରୁ ଖେଳାଳିଙ୍କୁଉତ୍ସାହିତ କରିବାକୁ ଦର୍ଶକ ଗ୍ୟାଲେରୀରେ ଉପସ୍ଥିତ ଥିଲେ ସ୍ଥାନୀୟ ଖେଳାଳିଙ୍କ ପରିବାର। ମହିଳା...

ସ୍ତ୍ରୀ, ପୁଅକୁ ନେଇ ଘରେ ପହଞ୍ଚିଲେ ପାଣ୍ଡ୍ୟା; ଭାଉଜ କଲେ ଏପରି ସ୍ବାଗତ

ନୂଆଦିଲ୍ଲୀ, ୫।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ପିତୃତ୍ୱ ଲାଭ କରିଥିଲେ। ତାଙ୍କ ସ୍ତ୍ରୀ ତଥା ସର୍ବିୟା ଅଭିନେତ୍ରୀ ନତାଶା...

୨୭୫ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ପୁଣେ,୧୨।୧୦- ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଭାରତୀୟ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦକ୍ଷିଣ ଆଫ୍ରିକା ୨୭୫ ରନ୍‌ରେ ସୀମିତ ରହିଛି। ଫଳରେ...

୧୪୩ ବର୍ଷ ପରେ ପ୍ରଥମ କ୍ରିକେଟର୍‌ ଭାବେ ଓ୍ବିମ୍ବେଲଡନ ଟାଇଟଲ ଜିତିଲେ ଏହି ଟେନିସ୍‌ ଖେଳାଳି

ଗୋଟିଏ ବୃତ୍ତି ଛାଡି ଅନ୍ୟ ବୃତ୍ତି ଗ୍ରହଣ କରିବା ଆଜିର ଲୋକଙ୍କ ଅଭ୍ୟାସରେ ପରିଣତ ହୋଇଛି, କିନ୍ତୁ ଭାଗ୍ୟରେ ଯାହା ଲେଖା ହୋଇଛି, ସେଥିରେ ହିଁ...

ଭାରତୀୟ ଦଳକୁ ଚେତାବନୀ ଦେଲେ ଏହି ପାକିସ୍ତାନ କ୍ରିକେଟର୍‌

ଇସଲାମାବାଦ,୨୮।୭: ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ କାର୍ଯ୍ୟ ଏବଂ ଫର୍ମ ବିଷୟରେ ଅନେକ ସମୟରେ ଆଲୋଚନା ହୋଇଥାଏ। ଅନେକ ପୂର୍ବତନ ଭେଟେରାନ ଖେଳାଳିମାନେ ବିଶ୍ୱାସ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ଓଡ଼ିଶା ମହିଳା ଦଳର ପ୍ରଥମ ବିଜୟ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୫-୦...

ନ୍ୟୁଜିଲାଣ୍ଡକୁ ୩୦୭ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଅକଲାଣ୍ଡ,୨୫।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନ୍ୟୁଜିଲାଣ୍ଡ...

କରାଟେ ଗ୍ରେଡିଂରେ ୪୫୪ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୭।୮: ଉତ୍କଳ କରାଟେ ସ୍କୁଲର ମୁଖ୍ୟ ଶାଖାରେ ରବିବାର କରାଟେ ଗ୍ରେଡିଂ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୫୪ କରାଟେକର ଉତ୍ତୀର୍ଣ୍ଣ ହୋଇ ବେଲ୍ଟ...

Advertisement
Archives

Model This Week