ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍‌ (ସିଏସ୍‌କେ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆର୍‌ସିବିର ଅଧିନାୟକ ରବିନ୍ଦ୍ର ଜାଡ଼େଜା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ହେଇଛନ୍ତି। ସିଏସ୍‌କେ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛି।

ସିଏସ୍‌କେ ପକ୍ଷରୁ ରିତୁରାଜ ଗାଇକ୍ୱାଡ, ରବିନ ଉଥାପ୍ପା, ମୋଏନ ଅଲି, ଅମ୍ବାତି ରାୟଡୁ, ରବିନ୍ଦ୍ର ଜାଡେଜା (ଅଧିନାକୟ), ଶିବମ ଦୁବେ, ଏମ.ଏସ ଧୋନି(ଓ୍ବିକେଟକିପର),ଡଓ୍ବେନ ବ୍ରାଓ୍ବ, କ୍ରିସ୍‌ ଜୋର୍ଡନ, ମୁକେଶ ଚୌଧୁରୀ, ମହେଶ ତିକ୍ଷଣା ପ୍ରମୁଖ ଖେଳୁଥିବାବେଳେ

ଆର୍‌ସିବି ପକ୍ଷରୁ ଫାଫ ଡୁ ପ୍ଲେସିସ (ଅଧିନାୟକ), ଅନୁଜ ରାୱତ, ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ, ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ଶାହାବାଜ ଅହମ୍ମଦ, ଡେଭିଡ ୱିଲି, ଭାନିନ୍ଦୁ ହସରାଙ୍ଗା, ସିଦ୍ଧାର୍ଥ କୌଲ, ଆକାଶ ଦୀପ, ମହମ୍ମଦ ସିରାଜ ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ କୋହଲି

ତ୍ରିନିଦାଦ,୧୨।୮- ସ୍ଥାନୀୟ ପୋର୍ଟ ଅଫ୍‌ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ୧୨୫ ବଲରୁ ୧୨୦ ରନ୍‌ର ଇନିଂସ...

ସିଜନ ଶେଷ ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ୟାସ୍‌ ଆଇଲାଣ୍ଡ (ଆବୁଧାବି), ୧୪ା୧୨ (ଏପି)-ରେଡବୁଲ୍‌ ଡ୍ରାଇଭର ମାକ୍ସ ଭର୍ଷ୍ଟାପେନ୍‌ ସିଜନ ଶେଷ ଆବୁଧାବି ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ରବିବାର ରେସ୍‌ରେ ସେ...

ନଂ ୧ ସ୍ଥାନକୁ ଫେରିଲେ ନାଡାଲ

ପ୍ୟାରିସ୍‌,୫।୧୧ – ସ୍ପେନ୍‌ ଅଭିଜ୍ଞ ଟେନିସ ଖେଳାଳି ରାଫାଲ ନାଡାଲ ଦୀର୍ଘ ଏକ ବର୍ଷ ପରେ ଏଟିପି ର଼୍ୟାଙ୍କିଙ୍ଗ୍‌ର ଏକ ନମ୍ବର ସ୍ଥାନକୁ ଫେରିଛନ୍ତି। ପ୍ୟାରିସ...

ଆଜି ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୋର୍ଟ ଅଫ ସ୍ପେନ୍‌,୨୪ା୭: ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଖେଳାଯିବ। ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ କଡା ସଂଘର୍ଷପୂର୍ଣ୍ଣ ବିଜୟ ପରେ...

ହାତକୁ ଦି’ହାତ ହେଲେ ଏହି କ୍ରିକେଟର୍‌

ସିଡନୀ,୨।୮:ଅଷ୍ଟ୍ରେଲୀୟ ଟେଷ୍ଟ ଦଳର ଅଧିନାୟକ ପ୍ୟାଟ କୁମିନ୍ସ ଦୀର୍ଘ ଦିନରେ ପ୍ରେମିକା ବେକି ବୋଷ୍ଟନଙ୍କୁ ବିବାହ କରିଛନ୍ତି। ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି କୁମିନ୍ସ ଏହି...

ନିଜ ରୁମ୍‌ରେ ଭୋ’ ଭୋ ହୋଇ କାନ୍ଦିଥିଲେ ଏହି କ୍ରିକେଟର, ଏବେ କିନ୍ତୁ ସର୍ବାଧିକ ରନ୍‌ର ରେକର୍ଡ କରି ଚର୍ଚ୍ଚାରେ

ବମ୍ବେ,୧୨।୩: ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟରେ ହାରାହାରି ୧୮୮.୫ ଅନୁପାତରେ ୭୫୪ ରନ୍‌ କରି ଚର୍ଚ୍ଚାରେ ମୁମ୍ବାଇର ପୃଥ୍ବୀ ଶ।...

ଭାରତୀୟ ଫୁଟ୍‌ବଲ ସଂକଟରେ: ଫିଫାକୁ ଚିଠି ଲେଖିଲେ ୬ ଆଇ-ଲିଗ୍‌ କ୍ଲବ

ନୂଆଦିଲ୍ଲୀ, ୨୨ା୭ (ପି.ଟି.)- ଭାରତୀୟ ଫୁଟ୍‌ବଲ ଏବେ ସଂକଟରେ ଦର୍ଶାଇ ସହାୟତା ପାଇଁ ଫିଫା (ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ)ର ସହଯୋଗ ଲୋଡିଛନ୍ତି ମିନର୍ଭା...

ବିରାଟ କୋହଲିଙ୍କ ପ୍ରତିଦ୍ୱନ୍ଦୀ କିଏ ଜାଣନ୍ତି, ନିକେ କଲେ ଖୁଲାସା

ନୂଆଦିଲ୍ଲୀ,୩୦।୧: ସମସ୍ତ ତିନି ଫର୍ମାଟରେ ଭାରତୀୟ ଦଳର ଅଧିନାୟକତ୍ୱ ଛାଡିବା ପରେ ବିରାଟ କୋହଲି ଏକ ନୂଆ ଅବତାରରେ ନଜର ଆସିଛନ୍ତି। ସୋସିଆଲ ମିଡିଆରେ ନିଜର...

Advertisement
Archives

Model This Week