ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ପ୍ରଥମେ ବୋଲିଂ କରିବାକୁ ଅଣ୍ଟା ଭିଡ଼ିଛନ୍ତି। ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ବ୍ୟାଟିଂ କରିବାକୁ ପହଞ୍ଚିଛନ୍ତି।

ଆର୍‌ସିବି ଟିମ୍‌ରେ ଅନୁଜ ରାୱତ, ବିରାଟ କୋହଲି, ଦୀନେଶ କାର୍ତ୍ତିକ (ଓ୍ବିକଟ କିପର), ଶେରଫେନ ରଦରଫୋର୍ଡ, ଶାହାବାଜ ଅହମ୍ମଦ, ୱାନିନ୍ଦୁ ହସରାଙ୍ଗା, ଡେଭିଡ ୱିଲି, ହର୍ଷଲ ପଟେଲ, ଆକାଶ ଦୀପ, ମହମ୍ମଦ ସିରାଜ ପ୍ରମୁଖ ରହିଛନ୍ତି।

ଅପରପକ୍ଷରେ ଆର୍‌ଆର୍‌ ଟିମ୍‌ରେ ଜୋସ ବଟଲର୍‌, ଯଶସ୍ବ ଜୟସୱାଲ, ସଞ୍ଜୁ ସାମସନ (ଓ୍ବିକେଟ କିପର ଏବଂ ଅଧିନାୟକ), ଦେବଦତ୍ତ ପାଦିକ୍କାଲ, ଶିମରୋନ ହେଟମିୟର, ରିୟାନ ପାରାଗ, ରବିଚନ୍ଦ୍ରନ ଅଶ୍ୱିନ, ୟୁଜଭେନ୍ଦ୍ର ଚହଲ, ଟ୍ରେଣ୍ଟ ବୋଲ୍ଟ, ନବଦୀପ ସୈନି, ପ୍ରସିଦ୍ଧ କୃଷ୍ଣା ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ, ବଢ଼ିବ ଶୀତ

ଭୁବନେଶ୍ୱର, ୧୧ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ବର୍ତ୍ତମାନ ଉତ୍ତରପ୍ରଦେଶର ଉତ୍ତର-ପଶ୍ଚିମଠାରୁ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲମ୍ବିଛି।…

୬୦ ରୁ ୮୦ ବିଲିୟନ ଡଲାର୍‌ର ସେଟ୍‌ଲମେଣ୍ଟ୍‌!: ଏନ୍‌ଭିଡିଆ CEO ଜେନ୍ସନ୍‌ ହୁଆଙ୍ଗଙ୍କ ସମ୍ଭାବ୍ୟ ଛାଡ଼ପତ୍ରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧: ବିଶ୍ୱର ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ‘ଏନ୍‌ଭିଡିଆ’ (NVIDIA) ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଜେନ୍ସନ୍‌ ହୁଆଙ୍ଗ ଏବଂ ତାଙ୍କ ପତ୍ନୀ ଲୋରି ହୁଆଙ୍ଗଙ୍କୁ ନେଇ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ସବିତାଙ୍କୁ ବିଶ୍ରାମ, ଦଳକୁ ଫେରିଲେ ବନସାରି

ନୂଆଦିଲ୍ଲୀ, ୧୦ା୧୧: ଭୋପାଳଠାରେ ହେବାକୁଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫି ମହିଳା ହକି ଟୁର୍ନାମେଣ୍ଟ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଭେଟେରାନ ଗୋଲ୍‌କିପର ସବିତା ପୁନିଆଙ୍କୁ…

ୟୁଏଇ ଜାତୀୟ ଦଳରେ ଖେଳିପାରନ୍ତି ଭାରତର ଏହି ପୂର୍ବତନ ଉଇକେଟକିପର, ଜାଣନ୍ତୁ…

ଆବୁ ଧାବି, ୧୦।୧୧: ଭାରତର ପୂର୍ବତନ ଉଇକେଟକିପର ବ୍ୟାଟର କେଏସ୍‌ ଭରତ ୟୁଏଇ ଜାତୀୟ ଦଳ ଜରିଆରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଆସନ୍ତା…

୨-୦ରେ ସିରିଜରେ ଆଗରେ ଅଛି ଟିମ ଇଣ୍ଡିଆ…, ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ କେବେ ଖେଳାଯିବ? ଦୂର ହେଲା ସିରିଜ ହାରିଯିବାର ଭୟ

ନୂଆଦିଲ୍ଲୀ,୧୦।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ତୃତୀୟ ମ୍ୟାଚ ହାମିଲଟନରେ ଖେଳାଯିବାର ଥିଲା,…

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ବଡ଼ ଖୁସି ଖବର, ଫିଟ ହେଲେ ଏହି ଖେଳାଳି!

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ, ଷ୍ଟାର୍‌ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ବିସିସିଆଇ (BCCI) ର ‘ସେଣ୍ଟର ଅଫ ଏକ୍ସଲେନ୍ସ’ (COE)…

ହାର୍ଦ୍ଦିକ-ଅର୍ଶଦୀପଙ୍କ ଟ୍ରେଡ୍‌ ଡିଲ୍‌ ଉପରେ ମୋହର ଲଗାଇଲା BCCI: ହୋଇଗଲା କନଫର୍ମ! ଏହି ଦଳକୁ ଯିବେ ଦୁହେଁ…

ନୂଆଦିଲ୍ଲୀ,୧୦।୧୧: ଆଇପିଏଲ ଇତିହାସର ସବୁଠାରୁ ବଡ଼ ଟ୍ରେଡ୍‌ ଡିଲ ଉପରେ ଲାଗିଛି ଆଧିକାରିକ ମୋହର। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହଙ୍କ ଟ୍ରେଡ୍‌ ଡିଲକୁ ବିସିସିଆଇ ମଞ୍ଜୁରି…

ଚତୁର୍ଥ ODI ପୂର୍ବରୁ BCCIର ବଡ଼ ଘୋଷଣା: ଦଳରୁ ବାଦ୍‌ ପଡ଼ିଲେ ଶୁଭମନ ଗିଲ, ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ, ଦେଖନ୍ତୁ ଚୂଡାନ୍ତ ଏକାଦଶ ତାଲିକା

ନୂଆଦିଲ୍ଲୀ,୧୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ‘ବେ ଓଭାଲ’ (ତୌରଙ୍ଗା)ରେ ଖେଳାଯିବ। ଘରୋଇ ଦଳ ପାଇଁ ଏହି ମ୍ୟାଚ ‘କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?