ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ପ୍ରଥମେ ବୋଲିଂ କରିବାକୁ ଅଣ୍ଟା ଭିଡ଼ିଛନ୍ତି। ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ବ୍ୟାଟିଂ କରିବାକୁ ପହଞ୍ଚିଛନ୍ତି।
ଆର୍‌ସିବି ଟିମ୍‌ରେ ଅନୁଜ ରାୱତ, ବିରାଟ କୋହଲି, ଦୀନେଶ କାର୍ତ୍ତିକ (ଓ୍ବିକଟ କିପର), ଶେରଫେନ ରଦରଫୋର୍ଡ, ଶାହାବାଜ ଅହମ୍ମଦ, ୱାନିନ୍ଦୁ ହସରାଙ୍ଗା, ଡେଭିଡ ୱିଲି, ହର୍ଷଲ ପଟେଲ, ଆକାଶ ଦୀପ, ମହମ୍ମଦ ସିରାଜ ପ୍ରମୁଖ ରହିଛନ୍ତି। ଅପରପକ୍ଷରେ ଆର୍‌ଆର୍‌ ଟିମ୍‌ରେ ଜୋସ ବଟଲର୍‌, ଯଶସ୍ବ ଜୟସୱାଲ, ସଞ୍ଜୁ ସାମସନ (ଓ୍ବିକେଟ କିପର ଏବଂ ଅଧିନାୟକ), ଦେବଦତ୍ତ ପାଦିକ୍କାଲ, ଶିମରୋନ ହେଟମିୟର, ରିୟାନ ପାରାଗ, ରବିଚନ୍ଦ୍ରନ ଅଶ୍ୱିନ, ୟୁଜଭେନ୍ଦ୍ର ଚହଲ, ଟ୍ରେଣ୍ଟ ବୋଲ୍ଟ, ନବଦୀପ ସୈନି, ପ୍ରସିଦ୍ଧ କୃଷ୍ଣା ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ…

ପାନୀୟଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ଲୋକେ ହଟହଟା

ଭେଡେନ,୧୨।୫(ହୃଷିକେଶ ଖମାରୀ):ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ମଞ୍ଜୁର କରି…

ସମସ୍ୟା ଘେରରେ କେସିଙ୍ଗା-କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ: ୯ ଦଫା ଦାବି ସମାଧାନ କରିବାକୁ ଆହ୍ବାନ

କେସିଙ୍ଗା,୧୧।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ କେସିଙ୍ଗା ଓ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନର ୯ ଦଫା ସମସ୍ୟାକୁ ନେଇ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri