ଟସ୍‌ ଜିତିଲା କେକେଆର୍‌; ପ୍ରଥମେ ଫିଲ୍ଡିଂ କରିବ ସିଏସ୍‌କେ

ଆବୁଧାବି, ୭।୧୦: ଚଳିତ ଆଇପିଏଲ୍‌ର ୨୧ତମ ମ୍ୟାଚ୍‌ରେ ବୁଧବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି କେକେଆର୍‌ ଅଧିନାୟକ ଦୀନେଶ କାର୍ତ୍ତିକ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସିଏସ୍‌କେ ପ୍ରଥମେ ବୋଲିଂ କରିବ।
ବର୍ତ୍ତମାନ ସୁଦ୍ଧା ୫ ମ୍ୟାଚ୍‌ ଖେଳି ୨ ବିଜୟ ଓ ୩ ପରାଜୟ ସହ ୪ ପଏଣ୍ଟ ପାଇ ଟେବୁଲ ତାଲିକାର ୫ମ ସ୍ଥାନରେ ରହିଛି। ଅପରପକ୍ଷରେ କେକେଆର୍‌ ୪ ମ୍ୟାଚ୍‌ରୁ ୨ଟି ଲେଖାଏ ବିଜୟ ଓ ପରାଜୟ ସହ ଟେବୁଲର ୪ର୍ଥ ସ୍ଥାନ ହାସଲ କରିଛି। ତେଣୁ ଏହି ମ୍ୟାଚ୍‌ ଜିତି ଉଭୟ ଦଳ ପଏଣ୍ଟ ଟେବୁଲରେ ଉପରକୁ ଉଠିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୧ ବର୍ଷ ପରେ ପ୍ରଥମ ଟେନିସ ଖେଳାଳି ଭାବେ ଏହି କୃତିତ୍ୱ ଲାଭ କଲେ ଥିମ୍‌

ନ୍ୟୁୟର୍କ, ୧୪।୯: ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଥିମ୍‌ ୨-୬, ୪-୬, ୬-୪, ୬-୩,...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ଭାରତୀୟ ଦଳ ପାଇଁ ଖରାପ ଖବର: ଭାରତ ଫେରିଲେ ଏହି କ୍ରିକେଟର୍‌

ମେଲବୋର୍ନ,୩୧।୧୨:ବକ୍ସିଂ ଡେ’ ଟେଷ୍ଟରେ ଭାରତୀୟ ଦଳର ବିଜୟ ହାସଲ କରିଛି। ଏହି ସମୟରେ ବର୍ଡର-ଗାଭାସ୍କର ଟ୍ରଫି ୧-୧ରେ ବରାବର ହୋଇଛି। ଜାନୁଆରୀ ୭ରେ ତୃତୀୟ ଟେଷ୍ଟ...

ରାଜସ୍ଥାନ ରୟାଲ୍ସରୁ ଭଲ ଲାଭ ମିଳିବ: ଓ୍ବର୍ନ

ମେଲବୋର୍ନ,୮।୧୨(ପି.ଟି.)-ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ କିମ୍ବଦନ୍ତୀ ସ୍ପିନର ଶେନ୍‌ ଓ୍ବାର୍ନଙ୍କ ୦.୭୫ ପ୍ରତିଶତ ମାଲିକାନା ରହିଛି। ୨୦୦୮ପରେ ଅବସର ନେବା ପରେ ତାଙ୍କୁ...

ବିଶ୍ୱ ଚାମ୍ପିୟନଶିପ୍‌: ୪୦୦ମି. ହର୍ଡଲ୍ସ ସେମିରୁ ବାଦ୍‌ ପଡିଲେ ଜବିର

ଦୋହା, ୨୯।୯(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିନରେ ଦୂତୀ ଚାନ୍ଦଙ୍କ ପରେ ଅନ୍ୟତମ ଭାରତୀୟ ଆଥଲେଟ ଏମ୍‌ପି ଜବିର ମଧ୍ୟ ବାଦ୍‌ ପଡିଛନ୍ତି। ଶନିବାର ଖେଳାଯାଇଥିବା...

ଫୋକସରେ ଟେଷ୍ଟ ସିରିଜ: ରିଦ୍ଧିମାନ, ଈଶାନ୍ତଙ୍କ ଅଭ୍ୟାସ ଆରମ୍ଭ

ଅଷ୍ଟ୍ରେଲିଆରେ ଡିସେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ କ୍ରିକେଟ ଟେଷ୍ଟକୁ ଦୃଷ୍ଟିରେ ରଖି ଭାରତର ଦୁଇ ଭେଟେରାନ ଖେଳାଳି ରିଦ୍ଧିମାନ ଶାହା ଓ ଈଶାନ୍ତ...

ବିପର୍ଯ୍ୟୟ ସତ୍ତ୍ୱେ ୨୩୦ ରନ୍‌ର ଟାର୍ଗେଟ ଛିଡ଼ା କଲା ଭାରତ

ହାମିଲଟନ,୨୨।୩: ଚଳିତ ଆଇସିସି ମହିଳା ଦିନିକିଆ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଉଥିବା କର ବା ମର ମ୍ୟାଚ୍‌ରେ ବାଂଲାଦେଶ ଆଗରେ ୨୩୦ ରନ୍‌ର ଟାର୍ଗେଟ ଛିଡ଼ା କରିଛି...

ବର୍ଷେ ପୂର୍ବରୁ କଥା ଭିନ୍ନ ଥିଲା; ଏବେ ଟି-୨୦ ବିଶ୍ୱକପ୍‌ରେ ଭାରତ ପାଇଁ ଖେଳିବେ…

ନୂଆଦିଲ୍ଲୀ,୯।୯: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୧ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିଲାଗି ୧୫ ଜଣିଆ ସଦସ୍ୟ ଟିମ୍‌ରେ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ ସ୍ଥାନ...

Advertisement
Archives

Model This Week