ଆଜି ଆରୋଗ୍ୟରେ ରେକର୍ଡ: ରାଜ୍ୟରେ ସୁସ୍ଥ ହେଲେ ୧,୪୦୯ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪,୪୮୨କୁ ବୃଦ୍ଧି ପାଇଛି। ନୂଆ ଭାବେ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୨୫୮ଜଣ ଥିବା ବେଳେ ଖୋର୍ଦ୍ଧାର ୨୧୮, ରାୟଗଡ଼ାର ୧୨୮, ସୁନ୍ଦରଗଡ଼ର ୧୨୨, ପୁରୀର ୧୨୧, ଗଜପତିର ୧୨୦, କୋରାପୁଟର ୮୪, କଟକର ୬୮, ବାଲେଶ୍ୱରର ୫୮, ନବରଙ୍ଗପୁରର ୩୪, କନ୍ଧମାଳର ୩୦, ଯାଜପୁରର ୨୫, ମାଲକାନଗିରିର ୨୪, କେନ୍ଦୁଝରର ୧୯, ବଲାଙ୍ଗୀରର ୧୬, ବରଗଡ଼ର ୧୨, କେନ୍ଦ୍ରାପଡ଼ାର ୧୨, ଝାରସୁଗୁଡ଼ାର ୧୧, ନୟାଗଡ଼ର ୧୦, ବୌଦ୍ଧର ନୂଆପଡ଼ାର ୮, ମୟୂରଭଞ୍ଜର ୭, ଢ଼େଙ୍କାନାଳର ୫, ଭଦ୍ରକର ୪, ଅନୁଗୋଳ-ଜଗତସିଂହପୁରର ୨, ଦେବଗଡ଼-କଳାହାଣ୍ଡିର ଜଣେ ଲେଖାଏ ଅଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri