ପ୍ରଥମ ଜିଲା ଭାବେ ମୃତ୍ୟୁରେ ଶତକ ଛୁଇଁଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଦିନକୁ ଦିନ ଗଞ୍ଜାମର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କରୋନା ସଂକ୍ରମଣ ଚିହ୍ନଟ ହେବାଠାରୁ ଆରମ୍ଭ କରି ମୃତକଙ୍କ ସଂଖ୍ୟାରେ ଜିଲା ସର୍ବାଗ୍ରେ ରହିଛି। ଇତି ମଧ୍ୟରେ ଜିଲାରେ ମୋଟ ୧୦୯୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି। ରବିବାର ଆଉ ୪ଜଣଙ୍କ ମୃତ୍ୟୁ ହେବା ପରେ ଜିଲାରେ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ସେହିଭଳି ଅନ୍ୟ ରୋଗରେ ୬ଜଣଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪,୯୧୩ ହୋଇଥିବା ବେଳେ ଗଞ୍ଜାମର ୧୦,୯୯୨ ରହିଛି। ସେଥିରୁ ୭୪୮୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୪୦୪ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩

ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ

ଦଶମନ୍ତପୁର,୧୭ା୪(ଡି.ଏନ୍‌.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ...

ଓକିଲଙ୍କ ଆନ୍ଦୋଳନ ସ୍ଥଗିତ: ମଙ୍ଗଳବାର ଖୋଲିବ ସରକାରୀ କାର୍ଯ୍ୟାଳୟ

ବରଗଡ଼ ଅଫିସ,୧୪।୧୦: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବରଗଡ଼ ଜିଲା ଓକିଲ ସଂଘ ଚଳାଇଥିବା ଅର୍ଥନୈତିକ ଅବରୋଧ ଏବଂ...

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: କାରଣ ଅସ୍ପଷ୍ଟ

ଖଇରା,୨୫।୫(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଜଳଦା ଗ୍ରାମରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ରମାକାନ୍ତ ପାଣିଗ୍ରାହୀଙ୍କର ୨ବଖରା ବାସଗୃହ ପୋଡି ପାଉଁଶ ହୋଇଯାଇଛି।...

ଏକାମ୍ର: ଜମି ଅଧିଗ୍ରହଣ ପାଇଁ ୫୧ ଚୁକ୍ତି ସ୍ବାକ୍ଷର

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ବିକାଶ ଯୋଜନା ‘ଏକାମ୍ର’ (ଏକାମ୍ର କ୍ଷେତ୍ର ଆମେନିଟିସ୍‌ ଆଣ୍ଡ୍‌ ମନୁମେଣ୍ଟ୍‌ସ ରିଭାଇଭାଲ ଆକ୍ସନ) ପାଇଁ ଜମି...

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ...

ବାପ ପୁଅଙ୍କୁ କାତିରେ ଆକ୍ରମଣ, ଜଣେ ଅଟକ

ବୁଗୁଡ଼ା,୨୩ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାରର ବାପ ଓ ପୁଅକୁ କାତିରେ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଗଁାର...

ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୯ା୯-କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ୨୦୧୫ରେ ହୋଇଥିବା ଏକ ଗଣବଳାତ୍କାର ମାମଲାର ରାୟ ବୁଧବାର ପ୍ରକାଶ ପାଇଛି ା ଫୁଲବାଣୀ ଅତିରିକ୍ତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *