Posted inଜାତୀୟ

ସିବିଆଇକୁ ଭର୍ସନା, କେତେଜଣଙ୍କୁ ଦଣ୍ଡ ଦେଇଛ ପଚାରିଲେ ଏସ୍‌ସି…

ନୂଆଦିଲ୍ଲୀ,୪।୯: ସିବିଆଇର କାର୍ଯ୍ୟ ଶୈଳୀ ନେଇ ସୁପ୍ରିମକୋର୍ଟ (ଏସ୍‌ସି) ଶନିବାର ଏକ ମାମଲାର ଶୁଣାଣି ସମୟରେ ଭର୍ସନା କରିବା ସହିତ କଠୋର ପ୍ରଶ୍ନ ପଚାରିଛନ୍ତି। ସୁପ୍ରିମକୋର୍ଟ ସିବିଆଇକୁ ମାମଲା ସମାଧାନର ସଫଳତା ହାର ପଚାରିଛନ୍ତି। ଇତିମଧ୍ୟରେ କେତେ ମାମଲା ସମାଧାନ ହୋଇଛି ଏସ୍‌ସି ସିବିଆଇକୁ ପ୍ରଶ୍ନ କରିଛନ୍ତି। ସେହିପରି କେତେଜଣଙ୍କୁ ଦଣ୍ଡ ଦିଆଯାଇଛି? ବର୍ତ୍ତମାନ ସିବିଆଇ ସହିତ ବିଚାରାଧୀନ ମାମଲା ସଂଖ୍ୟା କେତେ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି।

୫୪୨ ଦିନ ବିଳମ୍ବ ପରେ ସିବିଆଇ ଏକ ମାମଲାରେ ଆବେଦନ କରିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରଛନ୍ତି। ୨୦୧୮ରେ ସିବିଆଇ ଦ୍ୱାରା ଦାଖଲ ହୋଇଥିବା ଏକ ମାମଲାର ଶୁଣାଣି ସମୟରେ ଏସ୍‌ସି ଏଭଳି କହିଛନ୍ତି। ଏହି ମାମଲାରେ ଜମ୍ମୁ-କଶ୍ମୀର ହାଇକୋର୍ଟ ନିଜର ରାୟ ପ୍ରଦାନ କରିଥିଲେ।

ଯେଉଁ ମାମଲାରେ ଏଜେନ୍ସି ଅଭିଯୁକ୍ତମାନଙ୍କୁ ଟ୍ରାଏଲ କୋର୍ଟ ଏବଂ ହାଇକୋର୍ଟରେ ଦୋଷୀ ସାବ୍ୟସ୍ତ କରିବାରେ ସଫଳ ହୋଇଛି, ତାହାର ସଂଖ୍ୟା କୋର୍ଟରେ ହାଜର କରିବାକୁ ଏସ୍‌ସି ସିବିଆଇ ନିର୍ଦ୍ଦେଶକଙ୍କୁ ଆଦେଶ ଦେଇଛନ୍ତି।

ବିଚାରପତି ସଞ୍ଜୟ କିଶାନ କୌଲ ଏବଂ ଏମ. ସୁନ୍ଦରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ. ସିବିଆଇ ପାଇଁ କେବଳ ମାମଲା ପଞ୍ଜିକରଣ କରିବା ଏବଂ ଅନୁସନ୍ଧାନ କରିବା ପର୍ଯ୍ୟାପ୍ତ ନୁହେଁ। ମାମଲାର ସଫଳତା ସମାଧାନ କିପରି କରାଯିବ ସେଥିପ୍ରତି ଦୃଷ୍ଟି ଦେବା ଉପରେ ଏସ୍‌ସି ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri